ବରଗଡ଼ରେ ପୋଷ୍ଟାଲ ପରେ ଇଭିଏମର ଭୋଟ ଗଣତି ଆରମ୍ଭ

ବରଗଡ଼ ଅଫିସ, ୨୩।୫: ବରଗଡର ଦୁଇ କେନ୍ଦ୍ରରେ ଭୋଟ ଗଣତି ଆରମ୍ଭ ହୋଇଛି। ସକାଳ ୮ଟାରୁ ବରଗଡ ପଞ୍ଚାୟତ କଲେଜ ଓ ପଦ୍ମପୁର ଆରଏମସି ଗୋଦାମରେ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରଥମରୁ ପୋଷ୍ଟାଲ ଭୋଟ ଗଣତି ଆରମ୍ଭ ହୋଇଥିଲା। ବରଗଡ଼ ଲୋକ ସଭାର ୭ଟି ନିର୍ବାଚନ ମଣ୍ଡଳୀରେ ମୋଟ ୭୯୮୨ଟି ଭୋଟ ରହିଛି। ପୋଷ୍ଟାଲ ଭୋଟ ଗଣତି ପରେ ଏବେ ଇଭିଏମର ଭୋଟ ଗଣତି ଚାଲିଥିବା ଜଣାପଡ଼ିଛି। ବରଗଡ଼ ବିଧାନସଭା ନର୍ବାଚନ ମଣ୍ଡଳୀ ପାଇଁ ହୋଇଥିବା ଭୋଟ ୩୩, ବିଜେପୁର ୪୧, ଭଟଲି ୪୨, ଅତାବିରା ୩୬ ଏବଂ ପଦ୍ମପୁର ବିଧାନସଭା ନର୍ବାଚନ ମଣ୍ଡଳୀର ଭୋଟ ଗଣତି ୪୬ ରାଉଣ୍ଡରେ ସମାପନ ହେବା ନେଇ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri