ବରଗଡ଼ରେ ରାଜପଥକୁ ଓହ୍ଲାଇଲେ ଦିବ୍ୟାଙ୍ଗ

ବରଗଡ଼ ଅଫିସ,୧୮।୧୨: ବରଗଡ଼ ଜିଲାର ଦିବ୍ୟାଙ୍ଗମାନେ ବିଭିନ୍ନ ଦାବି ନେଇ ବୁଧବାର ବରଗଡ଼ ସହର ଉପକଣ୍ଠ ୬ନଂ. ଜାତୀୟ ରାଜପଥ ହଳଦୀପାଲୀ ବୀରଛକ ନିକଟରେ ରାସ୍ତା ଅବରୋଧ କରିଛନ୍ତି। ପେଟେଣ୍ଟସ୍‌ ଆସୋସିଏଶନ ନେତୃତ୍ୱରେ ଚାଲିଥିବା ଏହି ଆନ୍ଦୋଳନ ଯୋଗୁ ବରଗଡ଼-ସମ୍ବଲପୁର-ବଲାଙ୍ଗୀର ଏବଂ ବରଗଡ଼-ସୋହେଲା ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟାରେ ଯାନବାହନ ଅଟକି ରହିଛି। ଦିବ୍ୟାଙ୍ଗଙ୍କୁ ଠିକ୍‌ ଭାବେ ଭତ୍ତା ମିଳିବା, ଭତ୍ତାକୁ ୭ଶହ ଟଙ୍କାରୁ ୩ହଜାର ଟଙ୍କାକୁ ବୃଦ୍ଧି, ରାଶନ କାର୍ଡରେ ୩୫ କିଗ୍ରା ଚାଉଳ ପ୍ରଦାନ, ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ଥିଶଲ୍ୟ ବିଶେଷଜ୍ଞ ଡାକ୍ତର ନିଯୁକ୍ତି, ଦିବ୍ୟାଙ୍ଗଙ୍କ ଏସ୍‌ଏଚ୍‌ଜି ଗୃହପାଇଁ ୧୦ ଡେସିମିଲ୍‌ ଜମି ପ୍ରଦାନ, ରେଲଓ୍ବେ ପାସ୍‌ ପ୍ରଦାନ ଆଦି ଦାବି ନେଇ ସେମାନେ ଆନ୍ଦୋଳନକୁ ଓହ୍ଲାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri