ବରଗଡ଼ରେ ସିଟି ହସ୍ପିଟାଲ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁରେଶ ପୂଜାରୀ

ବରଗଡ଼ ଅଫିସ,୨।୨: ବରଗଡ଼ ସହରରେ ଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିିଟାଲ ଘୋଷଣା ଦାବି ଜୋର ଧରିଛି। ସହରବାସୀ ଏହି ଦାବିରେ ଆନ୍ଦୋଳନକୁ ଓହ୍ଲାଇ ସାରିଥିବା ବେଳେ ସ୍ଥାନୀୟ ବିଧାୟକ ଦେବେଶ ଆଚାର୍ଯ୍ୟ ମଧ୍ୟ ଲୋକଙ୍କ ଦାବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖରେ ପହଞ୍ଚାଇଛନ୍ତି। ଅନୁରୂପ ଭାବେ ବରଗଡ଼ ଲୋକ ସଭା ସଦସ୍ୟ ସୁରେଶ ପୂଜାରୀ ରବିବାର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା କରିବାକୁ ଅନୁରୋଧ କରିଛନ୍ତି। ସେହିପରି ବରଗଡ଼ରେ ଲେଭଲ-୩ କ୍ୟାନ୍‌ସର ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସ୍ବାଗତ କରିବା ସହିତ ଏକ ପୂର୍ଣ୍ଣାଙ୍ଗ କ୍ୟାନ୍‌ସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ର ହୋଇପାରିଲେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ ଉପକୃତ ହେବେ ବୋଲି ଏମ୍‌ପି ପୂଜାରୀ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri