ବରଗଡ଼ ଉପନିର୍ବାଚନ LIVE UPDATES: ୧୮ ରାଉଣ୍ଡ ସୁଦ୍ଧା ୮୭,୩୭୩ ଭୋଟରେ ବିଜେଡି ଆଗୁଆ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଗଣତି ଜାରି ରହିଛି। ୧୮ ରାଉଣ୍ଡ ସୁଦ୍ଧା ବିଜେଡିକୁ ୧,୨୦,୯୮୪ ଭୋଟ ମିଳିଥିବା ବେଳେ ଭାଜପାକୁ ୩୩,୬୧୧, କଂଗ୍ରେସକୁ ୫୦୪୭ ଖଣ୍ଡ ଭୋଟ ମିଳିଛି। ବିଜେଡି ପ୍ରାର୍ଥୀନୀ ରୀତା ସାହୁ ୮୭,୩୭୩ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।
ପ୍ରକାଶଯୋଗ୍ୟ, ଉପନିର୍ବାଚନରେ ୫ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରେ ବିଜେଡିର ରୀତା, କଂଗ୍ରେସର ଦିଲ୍ଳୀପ, ଭାଜପାର ସନତ, ହିନ୍ଦୁ ମହାସଭାର ଅଶୋକ କୁମାର ମିତ୍ତଲ ଏବଂ ସ୍ବାଧୀନ ପ୍ରାର୍ଥୀ ବୃନ୍ଦାବନ ପୁରୋହିତ ରହିଛନ୍ତି। ସମୁଦାୟ ୨ ଲକ୍ଷ ୩୨ ହଜାର ୨୬୪ଜଣ ଭୋଟରଙ୍କ ମଧ୍ୟରୁ ୭୯.୧୭% ଭୋଟର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରିତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri