ବରଗଡ଼ ଅଫିସ୍,୨୨।୮- ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍ ମେଶିନ ସ୍ଥାପନ ପାଇଁ ସରକାର ନିଷ୍ପତ୍ତି ନେଇ ସାରିଛନ୍ତି। ମାତ୍ର ଏପର୍ଯ୍ୟନ୍ତ ତାହା ସ୍ଥାପନ କରାଯାଇ ନଥିବା ଯୋଗୁ ଜିଲାର କିଡ୍ନୀ ରୋଗୀମାନେ ବହୁ ହଟହଟାର ସମ୍ମୁଖୀନ ହେଉଛନ୍ତି । ଏଥିପାଇଁ ସ୍ଥାନୀୟ କିଡ୍ନୀ ରୋଗୀମାନେ ଜିଲା ବାହାରକୁ ଯାଇ ବହୁ ଖର୍ଚ୍ଚାନ୍ତରେ ପଡ଼ୁଥିବା ଅଭିଯୋଗ ହୋଇଛି । ଫଳରେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍ ମେଶିନ ତୁରନ୍ତ ସ୍ଥାପନ ସହିତ ତାହା କାର୍ଯ୍ୟକ୍ଷମ କରିବାକୁ ଦାବି ହୋଇଛି । ଏହି ଦାବି ନେଇ ଗୁରୁବାର ସ୍ଥାନୀୟ ସ୍ବେଚ୍ଛାସେବୀ ଗୁରପ୍ରୀତ ସିଂ, ଭବାନୀ ପ୍ରସାଦ ସାହୁ, ରମେଶ ମହାପାତ୍ର, ପବିତ୍ର ଦେହୁରୀ, ସ୍ବରୂପ କୁମାର ଭୋଇ, ଅସିତ କୁମାର ସାହୁ, ମେରିୟମ ବାର୍ଲା ପ୍ରମୁଖ ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।
ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍ ମେଶିନ ସ୍ଥାପନ ଦାବି, ଜିଲାପାଳଙ୍କୁ ଭେଟିଲେ ସ୍ବେଚ୍ଛାସେବୀ
Posted inଆମ ଜିଲା ଖବର, ବରଗଡ଼ View All
ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର
ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…
ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ
ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…
ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍: ତେଜି ଉଠିଲା ଚାଷୀ ଅସନ୍ତୋଷ
ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…
କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…
କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…
୩୦ ଯାଏ ବଢ଼ିଲା ଓଏସ୍ଏସ୍ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…
କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍ଏସ୍ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…
“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…
ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…
ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ
ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…
ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…
ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…
Archives

