ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ସମସ୍ୟା, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ବିଜେଡି ପ୍ରତିନିଧି ଦଳ

ବରଗଡ଼ ଅଫିସ, ୪।୩- ବରଗଡ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ତଥା ଏହାକୁ ସିଟି ହସପିଟାଲ ଘୋଷଣା ଦାବିରେ ଅସନ୍ତୋଷ ଲାଗି ରହିଛି। ଏହାକୁ ନେଇ ସୋମବାର ଜନଆନ୍ଦୋଳନ ହେବା ପରେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ କାର୍ଯ୍ୟକ୍ଷମ କରାଯାଇଛି। ତଥାପି ଅସନ୍ତୋଷ କୁହୁଳୁଛି। ଏହି କ୍ରମରେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ସମସ୍ୟାର ସମାଧାନ ଦିଗରେ ବିହିତ ପଦକ୍ଷେପ ନେବାକୁ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ଗହଣରେ ବିଜେଡିର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଫେରାଦ ହେବେ। ମଙ୍ଗଳବାର ପୂର୍ବାହ୍ନରେ ବିଧାୟକଙ୍କ ବାସଭବନରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ବିଧାୟକ ଆଚାର୍ଯ୍ୟଙ୍କ ସମେତ ଦଳର ବରିଷ୍ଠ ନେତା, କର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?