ବରଗଡ଼ ଲୋକ ସଭା: ସୁରେଶ ପୂଜାରୀ ଆଗୁଆ

ବରଗଡ଼ ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁରେଶ ପୂଜାରୀ ଆଗୁଆ ରହିଛନ୍ତି। ସୁରେଶ ୫୯୧୭ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପ୍ରସନ ଆଚାର୍ଯ୍ୟ ୫୨୦୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ପ୍ରଦୀପ କୁମାର ଦେବତା ୨୮୮୦ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।