CORONAVIRUS UPDATE: ବରଗଡ଼କୁ ଛୁଇଁଲା କରୋନା, ସୁବାସ ନଗରକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ପ୍ରଶାସନ

ବରଗଡ଼ ଅଫିସ୍,୨୪।୫- ବରଗଡ଼ ଜିଲାକୁ କରୋନା(କୋଭିଡ୍-୧୯) ଭୂତାଣୁ ପ୍ରବେଶ କରିଛି । ବରଗଡ଼ ସହରସ୍ଥିତ ୱାର୍ଡ଼ ନଂ -୧୪ ସୁବାସ ନଗରର ଜଣେ ବାସିନ୍ଦା ଏଥିରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ତାଙ୍କ ସ୍ବାବ୍ ନମୁନା ପଜିଟିଭ୍ ଆସିଥିବା ଜିଲା  ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସଂକ୍ରମିତ ଜଣକ ଗତ କିଛିଦିନ ତଳେ ବମ୍ବେରୁ ଫେରି ହୋମ କ୍ବାରାଣ୍ଟାଇନରେ ଥିଲେ। ବରଗଡ଼ ହେଡ୍ କ୍ବାର୍ଟରରୁ ଏଭଳି ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସତର୍କତା, ସଚେତନତା ଅବଲମ୍ବନ ନ କଲେ ଆଗକୁ ଏହି ସଂକ୍ରମଣକୁ ଆହୁରି ଅଧିକ ହେବ ବୋଲି ଏବେଠାରୁ ଆଶଙ୍କା ପ୍ରକାଶ ପାଇଲାଣି। ସଂକ୍ରମିତ ଚିହ୍ନଟ ହେବା ପରେ ସୁବାସ ନଗରକୁ ପ୍ରଶାସନ ପକ୍ଷରୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri