ବେତନଟୀ,୩୧ା୫(ଡି.ଏନ.ଏ))-ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅନ୍ତର୍ଗତ ୧୮ ନମ୍ବର ଜାତୀୟ ରାଜପଥର ତାରାକୋଠି ଛକ ନିକଟରେ ଗୁରୁବାର ରାତି ସାଢେ ୧୧ଟାରେ ଏକ ବରଯାତ୍ରୀ ବୋଝେଇ ଗାଡି ଓଲଟି ୨୭ ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କୁ ଅଗ୍ନିଶମ ବାହିନୀ ସହାୟତାରେ ଉଦ୍ଧାର କରାଯାଇ ପ୍ରଥମେ ବେତନଟୀ ଡାକ୍ତରଖାନା ଓ ପରେ ବାରିପଦା ମେଡିକାଲକୁ ଚିକିତ୍ସା ପାଇଁ ପଠାଯାଇଛି।
ବେତନଟୀ ଥାନା ଅନ୍ତର୍ଗତ କାଠୁପାଳ ଗ୍ରାମରୁ ବରଯାତ୍ରୀମାନେ ଏକ ପିକଅପ ଭ୍ୟାନରେ କୁଳିଅଣା ଯାଉଥିତ୍ବା ବେଳେ ଗାଡିଟି ଭାରସ୍ୟାମ ହରାଇ ତାରାକୋଠି ନିକଟସ୍ଥ ଏକ ପୋଲ ତଳକୁ ଖସି ପଡିବାରୁ ଏହି ଦୁର୍ଘଟଣା ଘଟିଥିଲା।
ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ
ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…
ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ
ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…
ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ
ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…
ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…
ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…
ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…
ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…
ବ୍ରିଜ୍ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍, ଭିତରେ ଥିଲେ ଡ୍ରାଇଭର-ହେଲ୍ପର
ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍ ସମୟରେ ଏକ…
ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…
ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…
ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…
ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…
Archives

