ବରିଷ୍ଠ କଂଗ୍ରେସ ନେତା ଧନୁର୍ଦ୍ଧର ଆୟଚଙ୍କ ପରଲୋକ: ଶୋକ ପ୍ରକାଶ କଲେ ଜୟଦେବ ଯେନା

ହାଟଡିହୀ,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଶଙ୍ଖଣା ଗ୍ରାମର ବରିଷ୍ଠ କଂଗ୍ରେସ ନେତା ଧନୁର୍ଦ୍ଧର ଆୟଚ(୬୬)ଙ୍କର ଗୁରୁୁୁବାର ଅପରାହ୍ନରେ ପରଲୋକ ଘଟିଛି। କିଛିଦିନଧରି ସେ ସ୍ବାସ୍ଥ୍ୟ ସମସ୍ୟାନେଇ କଟକର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଖବର ପ୍ରଚାରିତ ହେବାପରେ ସମଗ୍ର ହାଟଡିହୀ ଅଞ୍ଚଳରେ ଶୋକରଛାୟା ଖେଳିଯାଇଛି। ତାଙ୍କ ମରଶରୀର ଶଙ୍ଖଣାରେ ପହଞ୍ଚିବା ପରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ଶେଷ ଦର୍ଶନ କରିଛନ୍ତି। ତାଙ୍କ ମୃତ୍ୟୁରେ ପୂର୍ବତନ ପିସିସି ସଭାପତି ଜୟଦେବ ଯେନା ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri