Posted inଜାତୀୟ

ବରିଷ୍ଠ ନାଗରିକଙ୍କୁ ମିଳିବ ୩ହଜାର ଟଙ୍କା ପେନସନ୍‌

ଭିଜୟଓ୍ବାଡା,୩୦।୫: ଓ୍ବାଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡି ଗୁରୁବାର ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତେବେ ସେ ଶପଥ ଗ୍ରହଣ କରିବାର ମାତ୍ର କେଇ ମିନିଟ୍‌ ମଧ୍ୟରେ ରାଜ୍ୟର ବରିଷ୍ଠ ନାଗରିକଙ୍କୁ ଦେଇଛନ୍ତି ଏକ ବଡ ଉପହାର। ଏଣିକି ରାଜ୍ୟରେ ଥିବା ବରିଷ୍ଠ ନାଗରିକଙ୍କୁ ମାସିକ ୩ହଜାର ଟଙ୍କା ପେନସନ୍‌ ମିଳିବ ବୋଲି ସେ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଆନ୍ଧ୍ରର ବିଭାଜନ ପରେ ସେ ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଗୁରୁବାର ଭିଜୟଓ୍ବାଡାର ଇନ୍ଦିରା ଗାନ୍ଧୀ ମ୍ୟୁନସିପାଲିଟି ଷ୍ଟାଡିୟମରେ ରାଜ୍ୟପାଳ ଇ.ଏସ୍‌.ଏଲ୍‌ ନରସିଂମହା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri