Posted inଫୁରସତ

ବରିଷ୍ଠ ନାଗରିକଙ୍କୁ ସେବା ଯୋଗାଉଛି ବାଇକ୍‌ ଆମ୍ବୁଲାନ୍ସ୍‌…

ବରିଷ୍ଠ ନାଗରିକଙ୍କ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି। ଏହି ମର୍ମରେ ହାଇଦ୍ରାବାଦ୍‌ରେ ବରିଷ୍ଠ ନାଗରିକଙ୍କ ପାଇଁ ଜରୁରୀକାଳୀନ ସେବା ପ୍ରଦାନ ଲାଗି ସ୍ବେଛାସେବୀ ସଂଗଠନ ହ୍ୟୁମାନ ରାଇଟସ୍‌ ଅର୍ଗାନାଇଜେସନ୍‌ ଅଫ୍‌ ଗୁଡ୍‌ ସମାରିଟାନ୍ସ ଇଣ୍ଡିଆ ପକ୍ଷରୁ ବାଇକ୍‌ ଆମ୍ବୁଲାନ୍ସ୍‌ ସେବା ଆରମ୍ଭ କରାଯାଇଛି। ରାସ୍ତାକଡ଼ରେ ଶୋଇଥିବା ବେସାହାରା ବରିଷ୍ଠ ନାଗରିକଙ୍କୁ ଏହି ସଂସ୍ଥା ସେବା ଯୋଗାଇବା ସହିତ ସେମାନଙ୍କର ଯତ୍ନ ନେଉଛି। ବସ୍‌ଷ୍ଟାଣ୍ଡ୍‌, ରେଳଷ୍ଟେଶନ, ବସ୍ତି ଅଞ୍ଚଳରେ ରହୁଥିବା ବରିଷ୍ଠ ନାଗରିକଙ୍କୁ ଏହି ସଂସ୍ଥାର କର୍ମୀ ବାଇକ୍‌ ଆମ୍ବୁଲାନ୍ସ୍‌ ସହାୟତାରେ ଆବଶ୍ୟକୀୟ ସେବା ଯୋଗାଇ ଦେଉଛି। ଆଗାମୀ ଦିନରେ ଦେଶବ୍ୟାପି ଏହି ସେବା ପ୍ରଦାନ କରାଯିବା ପାଇଁ ସଂସ୍ଥା ପକ୍ଷରୁ ଯୋଜନା କରାଯାଇଛି। ବଡ଼ଗାଡ଼ି ପଶିପାରୁ ନ ଥିବା ଅଞ୍ଚଳରେ ବାଇକ୍‌ ଆମ୍ବୁଲାନ୍ସ୍‌ ଦ୍ୱାରା ଜରୁରୀ କାଳୀନ ସେବା ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri