ବରୀରେ ୧୭୩ ସ୍ବାବ୍‌ ସଂଗ୍ରହ

ରତ୍ନଗିରି,୧୨।୫(ଡି.ଏନ.ଏ)-ବରୀ ବ୍ଲକରେ କାର୍ଯ୍ୟରତ ସ୍ବାସ୍ଥ୍ୟବିଭାଗର ଅଧିକାରୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ପଦ ପଦବୀ ଦାୟିତ୍ୱରେ ଥିବା ବିଭିନ୍ନ କର୍ମଚାରୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି। ସ୍ବାସ୍ଥ୍ୟକର୍ମୀ ମନୋରଞ୍ଜନ ପୋଥାଳଙ୍କ ସହଯୋଗରେ ମଙ୍ଗଳବାର ମୋଟ୍‌ ୧୭୩ ସ୍ବାବ ସଂଗ୍ରହ କରାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ. କୌଶିକ ପାତ୍ର ସୂଚନା ଦେଇଛନ୍ତି। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ. କୌଶିକ ପାତ୍ର, ସ୍ବାସ୍ଥ୍ୟ କର୍ମୀ ମୁକୁନ୍ଦ ନାୟକ, ମାନଗୋବିନ୍ଦ ସାମଲ, ପ୍ରିୟରଞ୍ଜନ ସାହୁ, ସାଗର ଦାସ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

୨ଘଣ୍ଟାରୁ ଅଧିକ ସମୟ ବିଦ୍ୟୁତ ସେବା ଠପ୍‌, ଅସନ୍ତୋଷ ପ୍ରକାଶ କଲେ ଲୋକେ, ଏସଡିଓ କହିଲେ…

ଧର୍ମଶାଳା,୧୫।୫(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ଜାରକା ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ ପାଇଁ ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖରା ଦିନ…

ଏକାବେଳେ ଦୁଇ ଭଉଣୀଙ୍କୁ କରିଦେଲେ ଗର୍ଭବତୀ

କଳିଙ୍ଗନଗର,୧୦।୫(ଶୁଭାଶିଷ ରାଉତ):  ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ୨ ନାବାଳିକା ଭଉଣୀଙ୍କୁ ଦୁଇ ସାଙ୍ଗ ବିବାହ ପ୍ରଲୋଭନ ଦେଖାଇ ଗର୍ଭବତୀ କରିଥିବା ଅଭିଯୋଗ ପରେ ପୋଲିସ…

ବାହାଘର ଭୋଜିରୁ ଫେରିବାବେଳେ ମର୍ମନ୍ତୁଦ ଦୁର୍ଘଟଣା: ବୋଲେରୋ-ହାଇଓ୍ବା ଧକ୍କା, ଚାଲିଗଲା ୫ ଜୀବନ

ଧର୍ମଶାଳା,୪ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ବରଡ଼ା ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋ ସହିତ ହାଇଓ୍ବା…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri