ବରୀ,୧୪|୮(ସ୍ବ.ପ୍ର.)- ଯାଜପୁର ଜିଲା ବରୀ ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ ପାଇଁ ମଙ୍ଗଳବାର ସରକାରୀ ଭାବେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୧ ତାରିଖ ଦିନ ୧୦ରୁ ୧୧ ଘଟିକା ପର୍ଯ୍ୟନ୍ତ ପ୍ରାର୍ଥୀ ତାଙ୍କର ମନୋନୟନ ପତ୍ର ନେଇପାରିବେ। ସେହିଦିନ ୧୧ରେ ମନୋନୟନ ପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଛି। ୧୧ ଟାରୁ ୧୧.୩୦ ମିନିଟ ମଧ୍ୟରେ ମନୋନୟନ ପତ୍ର ଯାଞ୍ଚ ଓ ମଧ୍ୟାହ୍ନ ୧୨ଟାରେ ପ୍ରତ୍ୟାହାର ପରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି। ଏ ନେଇ ବରୀ ରାଜନୀତିରେ ଉଷ୍ମତା ପ୍ରକାଶ ପାଇଛି। ଅପରପକ୍ଷେ ବିଜେଡି ଏହି ଉପନିର୍ବାଚନରେ ହସ୍ତକ୍ଷେପ କରିବ ନାହିଁ ବୋଲି ପୂର୍ବରୁ ଗଣମାଧ୍ୟମରେ ଜଣାଇଛି।
Posted inଆମ ଜିଲା ଖବର, ଯାଜପୁର View All
ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍; ଡାକ୍ତରୀ ଛାତ୍ରୀ ଗୁରୁତର
ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…
ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ
ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…
ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…
୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…
ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…
ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…
୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…
ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ
ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…
କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ
ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…
Archives

