ବରୀ ବ୍ଲକ: ୧୨୩ ଜଣଙ୍କ ସ୍ବାବ୍‌ ସଂଗ୍ରହ କଲା ଜିଲା ସ୍ବାସ୍ଥ୍ୟବିଭାଗ

ରତ୍ନଗିରି,୧୫।୫(ଡି.ଏନ୍‌.ଏ.)-ଯାଜପୁର ଜିଲା ସ୍ବାସ୍ଥ୍ୟ ବିଭାଗର ୨ଟି ଟିମ୍‌ ଶୁକ୍ରବାର ବରୀ ବ୍ଲକ ଗ୍ରସ୍ତରେ ଆସି ୨ଟି କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ୧୨୩ ଜଣଙ୍କ ସ୍ବାବ୍‌ ସଂଗ୍ରହ କରିଛନ୍ତି। ଗୋଟିଏ ଟିମ୍‌ ରତ୍ନଗିରିଠାରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ୫୦ ଜଣଙ୍କ ସ୍ବାବ୍‌ ସଂଗ୍ରହ କରିଥିବା ଜଣାପଡିଛି। ସ୍ବାବ୍‌ ସଂଗ୍ରହ ସମୟରେ ଡ. କୌଶିକ ପାତ୍ର, ଜିତେନ ଦାସ, ସ୍ବାସ୍ଥ୍ୟକର୍ମୀ ମୁକୁନ୍ଦ ନାୟକ, ପ୍ରଶୋଲ କୁମାର ସାଇଁ, ରମାକାନ୍ତ ବାରିକ, ରାକେଶ ଦାସ, ସୁମିତ୍ରା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଅନ୍ୟ ଏକ ଟିମ୍‌ ସନ୍ଥନ କଲେଜରେ ପହଞ୍ଚି ୭୩ ଜଣଙ୍କ ସ୍ବାବ୍‌ ସଂଗ୍ରହ କରିଥିଲେ। ମନୋରଞ୍ଜନ ପୋଥାଳ, ବିଶ୍ୱଜିତ ବେହେରା, ସ୍ନେହାଞ୍ଜଳି ସାହୁ, ସୁନିତା ସାମଲ ପ୍ରମୁଖ ସହଯୋଗ କରିଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ. କୌଶିକ ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୨ ଗୋଟି ସ୍ଥାନରେ ରାସ୍ତାର ନବୀକରଣ, ପ୍ରଶସ୍ତିକରଣ ପାଇଁ ଶିଳାନ୍ୟାଶ କଲେ ବିଧାୟକ ହିମାଂଶୁ ଶେଖର, ୪ କୋଟି ଟଙ୍କା ବ୍ୟୟ ଅଟକଳରେ…

ଧର୍ମଶାଳା,୨୬।୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରାସ୍ତା ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ ଧର୍ମଶାଳା ବିଧାୟକଙ୍କ ମାରାଥନ ଶିଳାନ୍ୟାଶ ଜାରିରହିଛି ।…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri