ବରୀ ବ୍ଲକ: ୧୭୯ ଜଣଙ୍କ ସ୍ବାବ୍‌ ସଂଗ୍ରହ

ରତ୍ନଗିରି,୮।୫(ଡି.ଏନ.ଏ.)-ବରୀ ବ୍ଲକରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ତତ୍ପର ହୋଇପଡ଼ିଛି ଯାଜପୁର ଜିଲା ପ୍ରଶାସନ। ଶୁକ୍ରବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨ଟି ଟିମ ବରୀ ଗ୍ରସ୍ତରେ ଆସି ଉଦୟନାଥପୁର ପଞ୍ଚାୟତ ଓ ବ୍ଲକର ବିଭିନ୍ନ ପଞ୍ଚାୟତରୁ ମୋଟ୍‌ ୧୭୯ଟି ସ୍ବାବ୍‌ ସଂଗ୍ରହ କରିଛନ୍ତି। ସଂଗୃହୀତ ହୋଇଥିବା ସ୍ବାବ୍‌କୁ ମିଶାଇ ବରୀ ବ୍ଲକରୁ ମୋଟ୍‌ ୧୦୧୯ ସ୍ବାବ ସଂଗ୍ରହ କରାଯାଇଛି। ଏହାର ରିପୋର୍ଟ ଖୁବଶୀଘ୍ର ପ୍ରକାଶ ପାଇବ ବୋଲି ଡ. କୌଶିକ ପାତ୍ର ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri