ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ ପାଇବେ ମୀନା ମହାନ୍ତି

ବାରିପଦା ଅଫିସ, ୨୭ା୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବାରିପଦା ସହର ବାଘଡାରୋଡର ମୀନା ମହାନ୍ତିଙ୍କୁ ମିଳିବ ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ-୨୦୧୯। ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିଭାଲ କାର୍ଯ୍ୟକ୍ରମରେ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ଭୁବନେଶ୍ୱରସ୍ଥିତ ଉତ୍କଳ ରଙ୍ଗମଞ୍ଚରେ ଆସନ୍ତା ନଭେମ୍ବର ୩ ତାରିଖରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ପକ୍ଷରୁ ଶୁକ୍ରବାର…

ଘର ଦେବେ ସଲମାନ: ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆସାମରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରଭାବିତ ପରିବାରକୁ ସହାୟତା କରିବା ପାଇଁ ବଲିଉଡ ସୁପରଷ୍ଟାର ସଲମାନ ଖାନ ଆଗେଇ ଆସିଛନ୍ତି। ସେ ଏହି ମହାନ କାର୍ଯ୍ୟ ପାଇଁ…

ଆକ୍ସନ ମୋଡରେ ବିଜୟ ଥଲାପଥି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୮: କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣ ବିଲ ପୁନଃଆଗତ କରିପାରନ୍ତି ବୋଲି ଆଲୋଚନା ହୋଇଛି। ତାମିଲନାଡୁରେ ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କେନ୍ଦ୍ର…

ଦେଶୀ ମଦରେ ଅପମିଶ୍ରଣ ଅଭିଯୋଗ:ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ

ଭଞ୍ଜନଗର, ୭।୮ (ବାବୁଲା ପ୍ରଧାନ):ଗଞ୍ଜାମ ଜିଲାର ବିଭିନ୍ନ ଦେଶୀ ମଦ ଭାଟିରେ ଅପମିଶ୍ରିତ ଓ ନକଲି ମଦ ପ୍ରସ୍ତୁତ ହେଉଥିବା ନେଇ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ)…

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ…

ଗଞ୍ଜାମ ମହାବିଦ୍ୟାଳୟ ୫୮ ତମ ସ୍ବର୍ଣ୍ଣକ୍ଷେତ୍ର ସମାରୋହ: ନୂତନ ସମିଳନୀ କକ୍ଷ ଶୁଭାରମ୍ଭ କଲେ ବିଧାୟକ, ୮ ଛାତ୍ରୀଛାତ୍ରଙ୍କୁ…

ଗଞ୍ଜାମ, ୭।୮(ବିଦ୍ୟାଧର ସାହୁ ): ଗଞ୍ଜାମ କଲେଜକୁ ପୂରିଛି ୫୮ ବର୍ଷ । ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri