ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ ପାଇବେ ମୀନା ମହାନ୍ତି

ବାରିପଦା ଅଫିସ, ୨୭ା୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବାରିପଦା ସହର ବାଘଡାରୋଡର ମୀନା ମହାନ୍ତିଙ୍କୁ ମିଳିବ ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ-୨୦୧୯। ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିଭାଲ କାର୍ଯ୍ୟକ୍ରମରେ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ଭୁବନେଶ୍ୱରସ୍ଥିତ ଉତ୍କଳ ରଙ୍ଗମଞ୍ଚରେ ଆସନ୍ତା ନଭେମ୍ବର ୩ ତାରିଖରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।