ବର୍ଷକୁ ୯ କୋଟି ଦରମା ପାଉଥିବା ଅଧିକାରୀ ଖାଦ୍ୟ ଚୋରି କରି ହେଲେ ନିଲମ୍ବିତ

ଲଣ୍ଡନ,୪।୨: ବର୍ଷକୁ ୯ କୋଟିରୁ ଅଧିକ ଟଙ୍କା ଦରମା ପାଉଥିବା ଜଣେ ଅଧିକାରୀ ଖାଦ୍ୟ ଚୋରି କରି ନିଲମ୍ବିତ ହୋଇଛନ୍ତି। ସେ କ୍ୟାଣ୍ଟିନ୍‌ରୁ ସ୍ୟାଣ୍ଡ୍‌ଓ୍ବିଚ୍‌ ଚୋରି କରୁଥିବା ଅଭିଯୋଗ ହୋଇଛି। ସିଟି ଗ୍ରୁପ୍‌ର ଲଣ୍ଡନ ମୁଖ୍ୟାଳୟରେ କାର୍ଯ୍ୟ କରୁଥିବା ବରିଷ୍ଠ ବ୍ରାଣ୍ଡ୍‌ ଟ୍ରେଡର ପାରଶ ଶାହଙ୍କ ବିରୋଧରେ ଏହି ଅଭିଯୋଗ ଆସିଛି। ତେବେ ଏହି ଅଭିଯୋଗକୁ ୩୧ ବର୍ଷ ବୟସ୍କ ପାରଶ ଖଣ୍ଡନ କରିଛନ୍ତି। ଏହାପୂର୍ବରୁ ପାରଶ ଏଚ୍‌ଏସ୍‌ବିସିରେ କାର୍ଯ୍ୟ କରୁଥିଲେ। ୨୦୧୭ରେ ସେ ସିଟି ଗ୍ରୁପ୍‌ରେ ଯୋଗ ଦେଇଥିଲେ। ସୂଚନାଯୋଗ୍ୟ, ୨୦୧୬ରେ ସିଟି ଗ୍ରୁପ୍‌ ପକ୍ଷରୁ ଏହାର ଜାପାନ ଶାଖାର ଜଣେ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଥିଲା। ସେ ନିଜ ସହକର୍ମୀଙ୍କ ବାଇକ୍‌ରୁ ୫୦୦ ଟଙ୍କାର ଏକ ଯନ୍ତ୍ରାଶଂ ଚୋରି କରୁଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ…

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?