ବର୍ଷାଦିନିଆ ତ୍ୱଚାର ଯତ୍ନ ସମ୍ପର୍କରେ କିଛି ଟିପ୍ସ

ବର୍ଷାଋତୁରେ ଅନେକ ତ୍ୱଚା ସମସ୍ୟା ଦେଖାଯାଇଥାଏ। କେବଳ ତରୁଣୀ ନୁହନ୍ତି, ଏହି ସମସ୍ୟା ପୁରୁଷମାନଙ୍କଠାରେ ମଧ୍ୟ ଦେଖାଯାଇଥାଏ। କିନ୍ତୁ କିଶୋରୀମାନେ ଏହାକୁ ନେଇ ଅଧିକ ଚିନ୍ତିତ ଥିବାବେଳେ ଅଧିକାଂଶ ଯୁବକଙ୍କ ଏଥିପ୍ରତି ନଜର ନ ଥାଏ। ସେମାନେ ଭାବନ୍ତି ତ୍ୱଚାର ଯତ୍ନନେବା କେବଳ ଝିଅଙ୍କ କାମ। ବର୍ଷାଦିନେ ପୁରୁଷମାନେ କିପରି ତ୍ୱଚାର ଯତ୍ନ ନେବେ ଜାଣନ୍ତୁ ସେ ସମ୍ପର୍କରେ କିଛି ଟିପ୍ସ।
– ବର୍ଷାଦିନେ ଅଧିକ ପାଣି ପିଇବା ଜରୁରୀ। ଏଥିରେ ତ୍ୱଚା ଉଜ୍ଜ୍ୱଳ ରହିବ ଓ ଟୋକ୍ସିନ ଝାଳ ଦେଇ ବାହାରି ଯିବ।
– ଏହି ଦିନେ ତେଲିଆ କ୍ରିମ୍‌ ଲଗାନ୍ତୁ ନାହିଁ। ଏହା ଲଗାଇବା ଫଳରେ ବ୍ରଣ ହୋଇଥାଏ।
– ବର୍ଷାଦିନେ ସାଧାରଣତଃ ମୁହଁ ତେଲିଆ ହୋଇଯାଇଥାଏ। ଏଣୁ ବାରମ୍ବାର ମୁହଁକୁ ପୋଛନ୍ତୁ।
– ଭିଟାମିନ୍‌ ସାମ୍ପୋରେ ମୁଣ୍ଡ ଧୋଇବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

ଫ୍ଲାଇଟ୍ ବିଳମ୍ବ ହେବାରୁ ନଷ୍ଟ ହେଲା ଚାଷୀଙ୍କ ଗଛ ! ଏୟାରଏସିଆକୁ କୋର୍ଟଙ୍କ ବଡ଼ ଝଟ୍‌କା, କ୍ଷତିପୂରଣ ଶୁଣିଲେ…

ନୂଆଦିଲ୍ଲୀ,୧୧।୬: ଏୟାର ଏସିଆ ବିମାନ କମ୍ପାନୀର ଉଡ଼ାଣ ବିଳମ୍ବ ଯୋଗୁଁ କେରଳର ଜଣେ ଚାଷୀଙ୍କ ଏକ ଗଛ ନଷ୍ଟ ହୋଇଗଲା। କେରଳର ପାଲକ୍କଡର ବାସିନ୍ଦା ଅବଦୁଲ ଅଜିଜ ହାଇବ୍ରିଡ୍…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri