ବର୍ଷାଦିନେ ଅତ୍ୟଧିକ ଗରମ କଫି କିମ୍ବା ଚା’ ପିଉଥିଲେ ମାରାତ୍ମକ ରୋଗର ଶିକାର ହୋଇପାରନ୍ତି

ବର୍ଷାଦିନେ ଅତ୍ୟଧିକ ଗରମ କଫି କିମ୍ବା ଚା’ ପିଉଛନ୍ତି କି? ତେବେ ଅନେକ ମାରାତ୍ମକ ରୋଗର ଶିକାର ହୋଇପାରନ୍ତି। ଜାଣନ୍ତୁ ଏ ସମ୍ପର୍କରେ…

ଚା’କୁ ଗ୍ୟାସ୍‌ରୁ ଓହ୍ଲାଇ କପ୍‌ରେ ଢାଳିବାର ପ୍ରାୟ ୫ ମିନିଟ୍‌ ପରେ ପିଅନ୍ତୁ। ନଚେତ୍‌ କ୍ୟାନ୍‌ସର ପରି ମାରାତ୍ମକ ରୋଗର ଶିକାର ହୋଇପାରନ୍ତି ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଗରମ ଗରମ ନ ପିଇ କିଛି ସମୟ ରଖି ପିଇଲେ ଦେହ ପାଇଁ ଭଲ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କୁହନ୍ତି।


ଏଥିଯୋଗୁ ଏସିଡିଟି ଓ ପେଟ ଜନିତ ଅନେକ ରୋଗ ହେବାର ମଧ୍ୟ ଆଶଙ୍କା ଥାଏ। କେବଳ ଚା’ କି କଫି ନୁହେଁ, କୌଣସି ଗରମ ଜିନିଷ ହଠାତ୍‌ ଖାଇବା ଦେହ ପକ୍ଷେ ହାନିକାରକ। କିଛି ସମୟ ରଖି ଥଣ୍ଡା କରି ପିଇଲେ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri