Posted inଫୁରସତ

ବର୍ଷାଦିନେ ଆଗ୍ରା ବୁଲିବାକୁ ଯାଉଛନ୍ତି କି…ତାଜମହଲ ଦୃଶ୍ୟ ସହ ଏସବୁ ଜିନିଷର ମଜା ନିଅନ୍ତୁ..

ଭ୍ରମଣ କାହାକୁ ବା ପସନ୍ଦ ନୁହେଁ। କର୍ମବହୁଳ ଜୀବନରୁ ସମୟ ଟିକିଏ ମିଳିବା ମାତ୍ରେ ଅନେକେ ଦର୍ଶନୀୟ ସ୍ଥାନ ଭ୍ରମଣରେ ବାହାରିଥାନ୍ତି। ଏହିକ୍ରମରେ ରାଜଧାନୀ ଦିଲ୍ଲୀର ତାଜମହଲ ଭ୍ରମଣର ଅନୁଭୂତି ନିଆରା। ପ୍ରେମର ପ୍ରତୀକ ଭାବେ ପରିଚିତ ଏହି ସ୍ମୃତିସ୍ଥଳକୁ ବୁଲି ଦେଖିବା ଲାଗି କାହିଁ କେତେ ଦୂରରୁ ପର୍ଯ୍ୟଟକ ଧାଇଁ ଆସିଥାନ୍ତି। ତେବେ ଯଦି ତାଜମହଲ ବୁଲି ଦେଖିବାକୁ ଯାଉଥାନ୍ତି, ସେଠାରେ ଥିବା ଅନ୍ୟ କେତେକ ଜିନିଷର ମଜା ଉଠାଇବାକୁ ଭୁଲନ୍ତୁ ନାହିଁ..

ଆଗ୍ରା ଫର୍ଟ ବୁଲିବା ସମୟରେ ସେଠାକାର ଆଲୋକ ଦୃଶ୍ୟର ମଜା ନିଶ୍ଚେ ଉଠାନ୍ତୁ। ଏଠାରେ ବୁଲିବା ସମୟରେ ଫର୍ଟ ସମ୍ପର୍କିତ ଅନେ ଜିନିଷର ତଥ୍ୟ ଆପଣଙ୍କୁ ମିଳିଯିବ। ଏଠାରେ ବୁଲିବା ପାଇଁ ଆପଣଙ୍କୁ କେବଳ ୫୦ ଟଙ୍କା ଦେବାକୁ ପଡିବ।

ତାଜମହଲ ଓ ଆଗ୍ରାର ଫର୍ଟ ଦେଖିବା ସହିତ ଆପଣ ଫତ୍‌ପୁରଶିକ୍ରିର ମଜା ମଧ୍ୟ ନେଇ ପାରିବେ। ଆଗ୍ରାଠାରୁ ଏହା କେବଳ ୩୭ କିଲୋମିଟର ଦୂର। ଏଠାରେ ଦେଖିବା ପାଇଁ ବୁଲାଣ୍ଡ ଦରଓ୍ବାଜା, ପଞ୍ଚମହଲ ଓ ଯୋଦ୍ଧା ବାଇ ମହଲ ଦେଖିବାକୁ ମିଳିବ।

କଓ୍ବେଲାଦେଓ ଜାତୀୟ ଉଦ୍ୟାନ
ପରିବେଶ ପ୍ରେମୀମାନଙ୍କ ପାଇଁ ଏହି ଜାଗା ଅତି ମନୋରମ ହୋଇଥାଏ। ଏଠାରେ ଅନେକ ପ୍ରଜାତିର ପଶୁପକ୍ଷୀ ରହିଥାନ୍ତି। ଆଗ୍ରାଠାରୁ ଏହା ଏକ ଘଣ୍ଟା ଦୂର ରାସ୍ତା।

ଆଗ୍ରା ଯାଇ ଯଦି ସେଠାକାର ପିଠା ଖାଇବାକୁ ଭୁଲିଯାଇଛନ୍ତି ତେବେ ଜାଣନ୍ତୁ ଯାତ୍ରା ଅଧାରେ ରହିଯିବ। ତେବେ ସେଠାକାର ପିଠାର ମଜା ନେବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri