ବର୍ଷାଦିନେ ଖାଆନ୍ତୁ ଏହି ୪ ଫଳ: ସଂକ୍ରମଣରୁ ମିଳିବ ମୁକ୍ତି

ମୌସୁମୀ ଆସିବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏହି ସମୟରେ ୟାଡୁସ୍ୟାଡୁ ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ କିଛି ଫଳ ଖାଇବା ନିହାତି ଜରୁରୀ। କାରଣ ଏହି ଫଳରେ ଥିବା ତତ୍ତ୍ୱ ବର୍ଷାଦିନେ ହେଉଥିବା ରୋଗ ଦାଉରୁ ଆମକୁ ରକ୍ଷା ଦେଇଥାଏ। ଜାଣନ୍ତୁ ସେ ଫଳ ସମ୍ପର୍କରେ, ଯାହାକୁ ମସୁମୀ ସମୟରେ ଖାଇବା ଜରୁରୀ ହୋଇଥାଏ।

ଜାମୁ: ଏହି କୋଳି ମୌସୁମୀରେ ଉପଲବ୍ଧ ହୋଇଥାଏ। ତେଣୁ ଏହାକୁ ସମସ୍ତେ ଖାଇବା ଉଚିତ। ମଧୁମେହ ରୋଗୀଙ୍କ ପାଇଁ ଏହା ଏକ ମହୌଷଧି। ଏଥିରେ ଆଇରନ୍‌, ପୋଟାସିୟମ୍‌ ଓ ଭିଟାମିନ୍‌ ରହିଛି। ଏହା ବର୍ଷାଦିନିଆ ସମସ୍ୟାରୁ ମୁକ୍ତି ଦେଇଥାଏ।
ନାସ୍‌ପାତି: ବର୍ଷା ଋତୁରେ ଏହି ଫଳ ଖାଇବା ଅଧିକ ଲାଭଦାୟକ ହୋଇଥାଏ। ଏଥିରେ ଭରପୂର ମାତ୍ରାରେ ଭିଟାମିନ୍‌ ସି ମିଳିଥାଏ। ନାସ୍‌ପାତି ବର୍ଷାଦିନିଆ ସଂକ୍ରମଣରୁ ରକ୍ଷା ଦେଇଥାଏ।
ପିଚ୍‌: ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ତତ୍ତ୍ୱ ବର୍ଷାଦିନିଆ ସଂକ୍ରମଣରୁ ରକ୍ଷା କରେ।
ଡାଳିମ୍ବ: ଏହାର ଜୁସ୍‌ ବର୍ଷାଦିନେ ଅଧିକ ଫଳପ୍ରଦ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ…

ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri