ବର୍ଷାଦିନେ ଗହଣାର ଯତ୍ନ

ସୁନାରୁପା ଅପେକ୍ଷା ଆଜିକାଲି ପ୍ଲାଟିନମ ଓ ଇମିଟେସନ୍‌ ଗହଣାର ବେଶ୍‌ ଚାହିଦା ରହିଛି। କମ୍‌ ଖର୍ଚ୍ଚରେ ମିଳୁଥିବା ଏହି ଗହଣା ପିନ୍ଧିବା ପାଇଁ ମଧ୍ୟ ହାଲୁକା। କିନ୍ତୁ ବର୍ଷାଦିନରେ ଏହାର ଅଧିକ ଯତ୍ନ ନେବା ଦରକାର ନଚେତ୍‌ ଏହା କଳା ପଡ଼ିଯିବ। ଆସନ୍ତୁ, ଜାଣିବା ବର୍ଷାଦିନରେ ଇମିଟେସନ୍‌ ଗହଣାର କିପରି ଯତ୍ନ ନିଆଯାଏ।
*ଗହଣାକୁ ବାକ୍ସ ଭିତରେ ନ ରଖି ମୋଟା ସୂତା କପଡ଼ାରେ ଗୁଡ଼ାଇ ରଖନ୍ତୁ।
*ଗହଣା ରଖିବା ସ୍ଥାନରେ ସିଲିକା ପ୍ୟାକେଟ ନିଶ୍ଚୟ ରଖନ୍ତୁ। ଏହା ଆର୍ଦ୍ରତାକୁ ଶୋଷି ନେଇଥାଏ। * ଏକ ସପ୍ତାହର ବ୍ୟବଧାନରେ ସବୁ ଗହଣାକୁ ବାହାରକରି ଖୋଲା ସ୍ଥାନରେ ରଖିଦିଅନ୍ତୁ ଏବଂ ଏକ କପଡ଼ାରେ ପୋଛି ପୁଣିଥରେ ଆଲମାରୀ ଭିତରେ ରଖନ୍ତୁ।
*ବର୍ଷାଦିନରେ ଯେପରି ଗହଣା ଓଦା ନ ହୁଏ ସେଥିପ୍ରତି ଧ୍ୟାନ ଦିଅନ୍ତୁ। ଯଦି ଏଭଳି ହୁଏ, ତେବେ ଘରକୁ ଆସି ହାଲୁକା ଉଷୁମ ପାଣିରେ ଗହଣାକୁ ୧ରୁ୨ ମିନିଟ ବୁଡାଇ ସଫା କପଡ଼ାରେ ପୋଛି ଦିଅନ୍ତୁ। ଏହାପରେ ଏହାକୁ ଭଲ ଭାବେ ଶୁଖିବାକୁ ଦିଅନ୍ତୁ।
*ବର୍ଷାଦିନରେ ହ୍ବାଇଟ ମେଟାଲ ଗହଣା ପିନ୍ଧନ୍ତୁ ନାହିଁ। କାରଣ ଏହିଦିନେ ଏହା ଶୀଘ୍ର କଳା ପଡ଼ିଯାଏ।
*ଷ୍ଟୋନ ଗହଣାର ବ୍ୟବହାର କରିବା ପରେ ତାକୁ ଭେଲ୍‌ଭେଟ କପଡ଼ା ଥିବା ଜୁଏଲେରି ବାକ୍ସରେ ହିଁ ରଖନ୍ତୁ। ଅନ୍ୟ ଗହଣା ସହିତ ଆଦୌ ରଖନ୍ତୁ ନାହିଁ, ନହେଲେ ଏହାର ଚମକ ଉଡ଼ିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ନିକଟରେ ଭାରତୀୟ ଜାହାଜ ଉପରେ ପୁଣି ଆକ୍ରମଣ: ଚେତାବନୀ ସତ୍ତ୍ୱେ MT Jalveerକୁ ଟାର୍ଗେଟ, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ/ମସ୍କାଟ,୧୧।୬: ଓମାନ ଉପକୂଳରେ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ଜନକ ସ୍ଥିତି ସୃଷ୍ଟି ହୋଇଛି। ଓମାନ ତଟ ନିକଟରେ ‘ଏମଟି ଜଲବୀର’ (MT Jalveer) ନାମକ ଏକ…

ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି, ଦୁର୍ଘଟଣା ଜନିତ ମୃତ୍ୟୁରେ ଗୃହିଣୀଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା କ୍ଷତିପୂରଣ!

ନୂଆଦିଲ୍ଲୀ,୧୧।୬: ଦୁର୍ଘଟଣାରେ ଯେତେବେଳେ କୌଣସି ବ୍ୟକ୍ତିଙ୍କର ମୃତ୍ୟୁ ହୁଏ, ସେତେବେଳେ ତାଙ୍କର ରୋଜଗାର କିମ୍ୱା ଦରମା ହିସାବରେ କ୍ଷତିପୂରଣ ସ୍ଥିର କରାଯାଏ। କିନ୍ତୁ ହୋମ ମେକର୍‌ (ଗୃହିଣୀ)…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଓମାନ ଉପକୂଳରେ ବାଣିଜି୍ୟକ ଜାହାଜ ଉପରେ ଆମେରିକାର ଆକ୍ରମଣ: ୨ ଭାରତୀୟ ନାବିକ ମୃତ, ଚିଫ୍‌ ଇଞ୍ଜିନିୟର ନିଖୋଜ

ନୂଆଦିଲ୍ଲୀ,୧୧।୬: ଷ୍ଟ୍ରେଟ ଅଫ ହର୍ମୁଜ ନିକଟ ଓମାନ ଉପକୂଳରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣରେ ଦୁଇ ଜଣ ଭାରତୀୟ ନାବିକଙ୍କର ମୃତ୍ୟୁ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri