ବର୍ଷାରେ ଭିଜି ଭିଜି କାଉଡ଼ିଆ ବେଶରେ ଆଲବମ୍‌ ଗୀତ ଶୁଟିଂ କଲେ ଅକ୍ଷରା ସିଂ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୧।୮: ଭୋଜପୁରୀ ଅଭିନେତ୍ରୀ ଅକ୍ଷରା ସିଂ ଏକ ଆଲବମ୍‌ ଗୀତ ଶୁଟିଂରେ ଏକଦମ୍‌ ଧମାଲ୍‌ କରିଛନ୍ତି। ସେ ଏହି ଗୀତରେ ବର୍ଷାରେ ଭିଜି ଭିଜି କାଉଡ଼ିଆ ବେଶରେ ଶୁଟିଂ କରିଛନ୍ତି। ଗୀତଟି ଶ୍ରାବଣ ମାସରେ କାଉଡ଼ିଯାତ୍ରା ଉପରେ ଶୁଟିଂ କରାଯାଇଛି। ମୁମ୍ବାଇର ମଢ଼ ସ୍ଥିତ ମିରିନ୍ଦା ଆଉସ୍‌ରେ ଏହାର ଶୁଟିଂ କରାଯାଉଥିଲା। ରାମ୍‌ ଦେବନ ଏଥିରେ କୋରିଓଗ୍ରାଫି କରିଥିଲେ। ଏହି ଶୁଟିଂ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଲୋକେ ଏହାକୁ ପସନ୍ଦ କରିବା ସହିତ ଅକ୍ଷରାଙ୍କୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri