ବର୍ଷା ଅଘଟଣରେ ୮ ମୃତ: ଏସ୍‌ଆର୍‌ସି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ବର୍ଷା ଓ ବନ୍ୟା ଜନିତ ଅଘଟଣରେ ବର୍ତ୍ତମାନ ପର୍ଯ୍ୟନ ମୋଟ ୮ ଜଣଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଆୟୋଜିତ ଏକ ସ୍ବତନ୍ତ୍ର ଖବରଦାତା ସମ୍ମିଳନୀରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁଯାୟୀ, କଳାହାଣ୍ଡି କର୍ଲାମୁଣ୍ଡାରେ ସର୍ବାଧିକ ୬୦୮ ମିମି ବର୍ଷା ରେକର୍ଡ କରାଯାଇଛି। ବିଭିନ୍ନ ଜିଲାର ନଦୀ ଜଳସ୍ତର ବିପଦ ସଙ୍କେତ ତଳେ ରହିଛି। କେବଳ କଳାହାଣ୍ଡି କାଳୀଗଙ୍ଗା ନଦୀ ଜଳସ୍ତର ବଢ଼ିଛି। କଳାହାଣ୍ଡି ସାରଗଡ଼ ଗାଁର ୧୫୦ ଜଣଙ୍କୁ ସ୍ଥାନାନ୍ତର କରାଯାଇଥିବା ସେଠୀ କହିଛନ୍ତି। ଏଥିସହ ଡିଜିପଡ଼ା ଓ ଦେଉଳିପଡ଼ାର ୬୫ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। ମାଲକାନଗିରି ଜିଲାକୁ ଗୋଟିଏ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ପଠାଯିବା ପାଇଁ ପ୍ରସ୍ତୁତ ରଖାଯାଇଛି। କନ୍ଧମାଳ ଏନ୍‌ଏଚ୍‌-୫୯ର ଧୋଇଯାଇଥିବା ଅସ୍ଥାୟୀ ପୋଲକୁ ପୁନଃ ନିର୍ମାଣ କରାଯାଇଛି। ତୁମୁଡ଼ିବନ୍ଧଠାରେ ଭାସିଯାଇଥିବା ଅସ୍ଥାୟୀ କଲଭର୍ଟକୁ ମଧ୍ୟ ତିଆରି କରାଯାଇଛି। ସ୍ଥିତି ମୁକାବିଲା ପାଇଁ ଅଗ୍ନିଶମ ଓ ଓଡ୍ରାଫ୍‌ ଟିମ୍‌କୁ ମଧ୍ୟ ମୁତୟନ କରାଯାଇଥିବା ସେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri