ବର୍ଷା ଦିନରେ ଚାଲିଛି ମୋରମ କାମ

ଚମ୍ପୁଆ, ୨୯।୮(ଡି.ଏନ.ଏ.)- ଚମ୍ପୁଆ ଏନ.ଏ.ସିର ୨ନଂ ୱାର୍ଡ ପାଞ୍ଚପୋଖରିଆ ଗ୍ରାମ ରାସ୍ତା ମରଣଯନ୍ତା ପାଲଟିଛି । ରାସ୍ତା ନିର୍ମାଣ ପାଇଁ ମୋରମ ବିଛା ହୋଇଥିବାରୁ ଗ୍ରାମବାସୀ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୁଚନା ଅନୁସାରେ ପାଞ୍ଚପୋଖରିଆ ଗା୍ରମରାସ୍ତା ନିର୍ମାଣ ପାଇଁ ଏନଏସି ନିକଟରେ ଦିର୍ଘ ଦିନରୁ ଗ୍ରାମବାସୀ ଦାବି କରି ଆସୁଥିଲେ.। ବର୍ଷା ଦିନ ପୂର୍ବରୁ ଏହି ରାସ୍ତାକାମ କରା ନ ଯାଇ ବର୍ଷା ସମୟରେ କାମ ନେଇଥିବା ଠିକାଦାର ଗାଁ ମଝିରେ ମୋରମ ପକାଇ ଥିଲେ। ମାତ୍ର ଲଗାଣ ବର୍ଷା ଫଳରେ କାଦୁଅ ଭର୍ତ୍ତି ଏହି ରାସ୍ତା ଦେଇ ଯିବା ଆସିବା କରିବା ଗ୍ରାମବାସୀଙ୍କ ପାଇଁ ଏକ ପ୍ରକାର ଅସମ୍ଭବ ହୋଇପଡିଛି। ପାଦରେ ଚାଲିଯିବା ମଧ୍ୟ କଷ୍ଟକର ହୋଇପଡିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବର୍ତ୍ତମାନ ଲଘୁଚାପ ଜନିତ ବର୍ଷା ଲାଗିରହିଥିବାରୁ ଠିକାଦାରଙ୍କୁ ବିଭାଗୀୟ ଯନ୍ତ୍ରୀ ଏହା ଉପରେ କ୍ରଶର ଗୁଣ୍ଡ ପକାଇବାକୁ ନିର୍ଦ୍ଦେଶ ଦେଇଥିଲେ ହେଲେ ଆବଶ୍ୟକ ଗୁଣ୍ଡ ପକାଯାଇ ପାରି ନ ଥିବା ଫଳରେ ଗ୍ରାମବାସୀଙ୍କୁ ହୀନସ୍ତା ହେବାକୁ ପଡୁଛି ବୋଲି ଗାମବାସୀ କହିଛନ୍ତି। ଏସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ସୁଶିଲ କୁମାର ମୁର୍ମୁ କହିଛନ୍ତି ଯେ, ତୁରନ୍ତ ପଦକ୍ଷେପ ସ୍ବରୂପ ଆବଶ୍ୟକ ଗୁଣ୍ଡ ପକାଯାଇ ଗ୍ରାମବାସୀଙ୍କ ଚାଲିବା ପାଇଁ ସୁବିଧା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା…

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ…

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି…

ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା: ଜୁଲାଇ ୧୫ ସୁଦ୍ଧା ଆରମ୍ଭ ହେବ…

ନୂଆଦିଲ୍ଲୀ,୧୨।୬: ରେଳ ଟିକେଟ ବୁକ କରୁଥିବା ଲୋକଙ୍କ ପାଇଁ ଏକ ଖୁସି ଖବର। ଏକ ନୂତନ IRCTC ୱେବସାଇଟ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଲୋକମାନେ…

ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ ପାଇଁ ଦାବି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ (ପରିବେଶ ପର୍ଯ୍ୟଟନ) ପାଇଁ ଦାବି ହୋଇଛି। ଏନେଇ ଶୁକ୍ରବାର ଭବାନୀପାଟଣାରେ ଜଙ୍ଗଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri