ବର୍ଷା ନାହିଁ, ଜମିରେ ଚରୁଛନ୍ତି ଗୋରୁ

ଢେଙ୍କାନାଳ ଅଫିସ,୧୬ା୭ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଓ କଣ୍ଟାବଣିଆ ଥାନା ଅଞ୍ଚଳରେ ବର୍ଷା ଅଭାବ ନେଇ ଚାଷୀ ହତାଶ ହୋଇପଡିଛନ୍ତି। ଦୁଇ ସପ୍ତାହ ତଳେ ଲଘୁଚାପ ଯୋଗୁ ସାମାନ୍ୟ ବର୍ଷା ହୋଇଥିଲା, ଯାହା କି ଚାଷ ପାଇଁ ପର୍ଯ୍ୟାପ୍ତ ନୁହେଁ । ବ୍ଲକର କମଳାଙ୍ଗ, ମଙ୍ଗଳପୁର, କୁଶୁପଙ୍ଗା, ଖଡଗପ୍ରସାଦ, ଶିବପୁର, ମୋଟଙ୍ଗା, ନିମିଧା, ବିଡୋ ପଞ୍ଚାୟତରେ ବର୍ଷାର ଦେଖା ନ ଥିବାରୁ ଚାଷୀଙ୍କ ଚିନ୍ତା ବଢିଛି। ଧାନ ତଳି ପଡିିଥିବା ବିଲରେ ପାଣି ନ ଥିବାରୁ ମାଟି ଶୁଖି ଫାଟି ଆଁ ହେଲାଣି ା ବୁଣା ଯାଇଥିବା ଧାନ କ୍ଷେତରେ ଏବେ ଗୋରୁଗାଈ ଚରୁଛନ୍ତି ା ଅନ୍ୟପକ୍ଷରେ ଏହି ଅଞ୍ଚଳରେ ନିର୍ମିତ ରେଙ୍ଗାଳି ଦକ୍ଷିଣପାର୍ଶ୍ୱ କେନାଲରେ ଚଳିତବର୍ଷ ପାଇଁ ଆଜି ପର୍ଯ୍ୟନ୍ତ ମଧ୍ୟ ପାଣି ଛଡାଯାଇନାହିଁ। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଯାଇଛି। ଏପରି ଲାଗି ରହିଲେ ଗଜା ମରୁଡିର ଆଶଙ୍କା ସୃଷ୍ଟି ହୋଇଛି। ଏ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ବ୍ଲକ ଓ ଜିଲା କୃଷି ବିଭାଗକୁ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri