ବର୍ଷା ପବନରେ ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର, ୧୪।୬ (ଡି.ଏନ.ଏ)- ଭଞ୍ଜନଗର ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏଥିରେ ଏକାଧିକ ବିଦ୍ୟୁତ୍‌୍‌ ଖୁଣ୍ଟ ଭାଙ୍ଗିଯାଇଥିବାରୁ ଭଞ୍ଜନଗର ସହର ଓ ଗ୍ରାମାଞ୍ଚଳରେ ବିଦ୍ୟୁତ୍‌ ସେବା ବ୍ୟାହତ ହୋଇଥିଲା। ଗୁରୁବାର ପୂର୍ବାହ୍ନରେ ସାଉଥ୍‌କୋ କର୍ମଚାରୀମାନେ ଭଙ୍ଗା ଖୁଣ୍ଟ ବଦଳାଇବା ପରେ ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇଛି। ସହରତଳି ବାଉଁଶଲୁଣ୍ଡି ବାଇପାସ୍‌ ରାସ୍ତା ପ୍ରଧାନ କଲୋନୀ ନିକଟରେ ଏକ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ପଡିଥିବାରୁ ଉକ୍ତ ରାସ୍ତାରେ ଯାନବାହାନ ଚଳାଚଳ ବନ୍ଦ ଥିଲା। ସେହିପରି ପବନରେ ବହୁ ଘରର ଚାଳଛପର ନଷ୍ଟ ହୋଇଛି। ବର୍ଷା ଯୋଗୁ ଗୁରୁବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ…

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri