ବର୍ଷା ଯୋଗୁ ବରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ବରଗଡ଼ ଅଫିସ,୧୩।୮: ରାଜ୍ୟରେ ଗତ ୨ଦିନ ଧରି ବର୍ଷା ଲାଗିରହିଥିବା ବେଳେ ମଙ୍ଗଳବାର ସକାଳୁ ବରଗଡ଼ ଜିଲାରେ ବର୍ଷାର ପରିମାଣ ବଢ଼ିବାରେ ଲାଗିଛି। ଏ ନେଇ ବରଗଡ଼ ସହର ସମେତ ଜିଲାର ଅନ୍ୟ ଅଞ୍ଚଳ ମଧ୍ୟ ବର୍ଷାରେ ବେହାଲ ହୋଇପଡ଼ିଛି। ଏଭଳି ସ୍ଥିତି ଯୋଗୁ ବରଗଡ଼ ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ଘୋଷଣା କରିଛନ୍ତି। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବନ କର୍ମଚାରୀଙ୍କୁ ବାଜିଥିଲା ଗୁଳି : ଏସସିବି ସର୍ଜରୀ ବିଭାଗରେ ଭର୍ତ୍ତି

କଟକ,୧୯।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଗୁରୁତର ହୋଇ ଭର୍ତ୍ତି ହେଲେ ବାଲେଶ୍ୱର ଜିଲାର ଦୁଇ ବନ କର୍ମଚାରୀ । ସୋମବାର ବିଳମ୍ବିତ ରାତିରେ ପଞ୍ଚଲିଙ୍ଗେଶର ଅଭୟାରଣ୍ୟରେ...

ପରୀକ୍ଷା ଦେବାକୁ ଯାଉଥିଲେ ୨ ଛାତ୍ର: ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ପାପଡ଼ାହାଣ୍ଡି,୧୯।୩(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି-ନବରଙ୍ଗପୁର ରାସ୍ତା ମୃଗବିହାର ନିକଟରେ ମଙ୍ଗଳବାର ଏକ ଗାଡ଼ି ଧକ୍କାରେ ଜଣେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ...

ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ

ପୁରୀ,୧୯।୩: ଶ୍ରୀମନ୍ଦିରରେ ଦୋଳ ପୂର୍ଣ୍ଣିମା ପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ...

ଝାଟିମାଟି ଘରେ ଜୀବନ

ନାକଟିଦେଉଳ,୧୯ା୩(ବୈକୁଣ୍ଠ ନାଥ ସାହୁ): ଗରିବ ଅସହାୟ ପରିବାରକୁ ପକ୍କା ଘର ଯୋଗାଇଦେବାକୁ ସରକାର ଆବାସ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର...

ବନ କର୍ମଚାରୀଙ୍କୁ ଗୁଳି ମାରିଲେ ଶିକାରୀ

ନୀଳଗିରି,୧୯।୩ (ପ୍ରଶାନ୍ତ କୁମାର ବିଶ୍ବାଳ): ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼। ଏପରି ଏକ ଅଘଟଣ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟର...

ବିପଦସଙ୍କୁଳ ଅଚଳ ମୋବାଇଲ ଟାୱାର

ଯାଜପୁରରୋଡ୍‌,୧୯ା୩(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁର ଜିଲାର ବିଭିନ୍ନ ଅଞ୍ଚଳରେ ଛତୁ ଫୁଟିଲା ପରି ମୋବାଇଲ ଟାୱାର ନିର୍ମାଣ ହୋଇଛି। ମୋବାଇଲ ଟାୱାର କମ୍ପାନୀଗୁଡ଼ିକ ସେମାନଙ୍କ ସୁବିଧା ଅନୁଯାୟୀ...

ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି...

୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍‌ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri