ବର୍ଷା ହେଲେ ସ୍କୁଲର ଅବସ୍ଥା ବେହାଲ: ବାହାରେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୧ କି.ମି. ଦୂରରେ ଥିବା ଜାଗେଶପଦର ପ୍ରାଥମିକ ବିଦ୍ୟାଳୟରେ ସ୍କୁଲ ଛାତରୁ ପାଣି ଗଡ଼ି ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ୨ ବର୍ଷ ତଳେ ତିଆରି ହୋଇଥିବା ନୂତନ ଶ୍ରେଣୀଗୃହର ଅବସ୍ଥା ମଧ୍ୟ ଶୋଚନୀୟ ହୋଇଛି। ଛାତରୁ ପାଣି ଗଳି ପରିସ୍ଥିତି ଅଣାୟତ ହୋଇପଡ଼ିଛି। ଏହା ସହ ସ୍କୁଲ ଗୃହ ରାସ୍ତା ପତ୍ତନଠାରୁ ତଳେ ଥିବାରୁ ରାସ୍ତା ପାଣି ଶ୍ରେଣୀ ଗୃହରେ ପଶୁଛି। ସାମାନ୍ୟ ବର୍ଷା ହେଲେ ଛାତ୍ରୀଛାତ୍ରଙ୍କ ବସିବା ସ୍ଥାନ ଓଦା ହୋଇଯାଉଛି। ବାଧ୍ୟ ହୋଇ ଝିପିଝିପି ବର୍ଷାରେ ଛାତ୍ରୀଛାତ୍ର ବାହାରେ ବସି ମଧ୍ୟାହ୍ନଭୋଜନ ଖାଉଥିବା ଦେଖିବାକୁ ମିଳୁଛି। ତୁରନ୍ତ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେଇ ଛାତ୍ରୀଛାତ୍ରଙ୍କୁ ଆବଶ୍ୟକୀୟ ସୁବିଧା ଯୋଗାଇ ଦେବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri