ବଲାଙ୍ଗୀରରେ ଗାଇଲେ ବନ୍ଦେ ଉତ୍କଳ ଜନନୀ ଗୀତ

ବଲାଙ୍ଗୀର ଅଫିସ, ୩୦ା୫-ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ ମୁତାବକ ଶନିବାର ଅପରାହ୍ଣ ସାଢ଼େ ୫ଟାରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ସରକାରୀ ଅଧିକାରୀ ଓ ଜନସାଧାରଣ ବନ୍ଦେ ଉତ୍କଳ ଜନନୀ ଗୀତ ଗାଇ କରୋନା ଯୋଦ୍ଧାଙ୍କୁ ସମ୍ମାନ ଓ ସମର୍ଥନ ଜଣାଇଛନ୍ତି ା ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ କ୍ୟାମ୍ପସରେ ଜିଲାପାଳ ଅରିନ୍ଦମ ଡାକୁଆ, ଏସପି ସନ୍ଦୀପ ମାଡକର, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଡ ମହେଶ୍ୱର ସ୍ବାଇଁ, ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର, ସିଡିଏମ୍‌ଓ ଡା ନାରାୟଣ ଥନାପତି, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ମେଡିକାଲ କଲେଜ ଷ୍ଟାଫ୍‌, ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ସାଉଣ୍ଡ ସିଷ୍ଟମ୍‌ର ତାଳେ ତାଳେ ବନ୍ଦେ ଉତ୍କଳ ଜନନୀ ଗୀତ ଗାଇଥିଲେ ା ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀଙ୍କ ନେତୃତ୍ୱରେ ଜିଲାପାଳ କାର୍ଯ୍ୟାଳୟରେ ସେଠାକାର ଷ୍ଟାଫ୍‌ ବନ୍ଦେ ଉତ୍କଳ ଜନନୀ ଗୀତ ଗାନ କରିଥିଲେ ା ସେହିପରି ଏସପି ଅଫିସ, ରିଜର୍ଭ ପୋଲିସ, ଟାଉନ୍‌ ଥାନାରେ ମଧ୍ୟ ଏହା ପାଳନ କରାଯାଇଥିଲା ା କଚେରୀ ଛକରେ ବିଜେଡି ନେତା ଓ କର୍ମୀମାନେ ଏହା ପାଳନ କରିଥିଲେ ା ଏଠାରେ ବରିଷ୍ଠ ନେତା ଲଳିତ କୁମାର ନାୟକ, ଜିଲା ବିଜେଡି ଯୁବ ସଭାପତି ଲୋଟସ ଷଡଙ୍ଗୀ, ଓଙ୍କାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri