ବଲାଙ୍ଗୀରରେ ଫେଲ୍‌ ମାରିଛି କରୋନା କଟକଣା: ବଜାରରେ ପ୍ରବଳ ଭିଡ଼

ବଲାଙ୍ଗୀର ଅଫିସ,୨୦ା୫: କରୋନାର ଭୟାବହତା କମିନାହିଁ ା ତେଣୁ ଲକ୍‌ଡାଉନ୍‌କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ା ଚତୁର୍ଥ ପର୍ଯ୍ୟାୟରେ ଏହାକୁ ସାମାନ୍ୟ କୋହଳ କରି ଦୋକାନ ବଜାର ଖୋଲିବାକୁ ଅନୁମତି ମଧ୍ୟ ମିଳିଛି। ମାତ୍ର ସାମାଜିକ ଦୂରତା ଓ ମାସ୍କ ବ୍ୟବହାରକୁ ଆହୁରି କଡ଼ାକଡ଼ି କରାଯାଇଛି ା କିନ୍ତୁ ପରିତାପର ବିଷୟ ବଲାଙ୍ଗୀର ସହରରେ ସାବିତ୍ରୀ ଅମାବାସ୍ୟା ପାଇଁ ବଜାରରେ ସାମାଜିକ ଦୂରତା କଥା ଲୋକେ ସମ୍ପୂର୍ଣ୍ଣ ଭୁଲି ଯାଇଛନ୍ତି। ବଜାରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। କଟକଣା ପ୍ରତି କାହାର ନଜର ନାହିଁ ା
ସୂଚନାଯୋଗ୍ୟ, ବୁଧବାର ମଧ୍ୟାହ୍ନସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୮କୁ ଛୁଇଁଥିବା ବେଳେ ମୃତ୍ୟୁସଂଖ୍ୟା ୬ରେ ପହଞ୍ଚିଛି। ଏହି ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଜନସାଧାରଣଙ୍କୁ ଆହୁରି ସଚେତନ ଆବଶ୍ୟକ ହେଉଥିବା ବେଳେ ବଲାଙ୍ଗୀରରେ ସବୁ କଟକଣା ଫେଲ୍‌ ମାରିଥିବା ଜଣାପଡ଼ିଛି। ଜିଲା ପୋଲିସ ପ୍ରଶାସନର ଏଥିପ୍ରତି ନଜର ନ ଦେବା ବିଡ଼ମ୍ବନାର ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri