ବଲାଙ୍ଗୀରରେ ବିପିସିଏଲ୍‌ର ବଟଲିଂ ପ୍ଲାଣ୍ଟ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୭।୧୨: ବଲାଙ୍ଗୀର ସହର ଉପକଣ୍ଠ ବରକାନି ଗ୍ରାମରେ ନବନିର୍ମିତ ବିପିସିିଏଲ୍‌ର ଏଲ୍‌ପିଜି ବଟଲିଂ ପ୍ଲାଣ୍ଟକୁ ଶୁକ୍ରବାର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରାଯାଇଛି। ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ ଏହାକୁ ଉଦ୍‌ଘାଟନ କରିଛନ୍ତି। ସମାରୋହରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ବଲାଙ୍ଗୀର ଲୋକ ସଭା ଏମ୍‌ପି ସଙ୍ଗୀତା ସିଂଦେଓ, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ବିପିସିଏଲ୍‌ କମ୍ପାନୀ ସିଏମ୍‌ଡି ବି. ରାଜକୁମାର ପ୍ରମୁଖ ଅତିଥି ଭାବେ ମଞ୍ଚାସୀନ ଥିଲେ। ଏହି ଉଦ୍‌ଘାଟନୀ ଉତ୍ସବରେ ଉପରାଷ୍ଟ୍ରପତି ଏମ୍‌.ଭେଙ୍କାୟା ନାଇଡ଼ୁ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିଲା। ମାତ୍ର ଖରାପ ପାଗ ଯୋଗୁ ସେ ଆସି ପାରି ନ ଥିଲେ। ତେବେ ଉପରାଷ୍ଟ୍ରପତି ରାୟପୁରଠାରୁ ବାର୍ତ୍ତା ପାଠ କରିଥିଲେ। ୧୦୩ କୋଟି ଟଙ୍କାରେ ନିର୍ମିତ ଏହି ବଟଲିଂ ପ୍ଲାଣ୍ଟରୁ ୧୪ ଜିଲାକୁ ଗ୍ୟାସ୍‌ ଯୋଗାଣ କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?