ବଲାଙ୍ଗୀରରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ

ବଲାଙ୍ଗୀର ଅଫିସ, ୧୪।୪: ରାଜ୍ୟ ସରକାରଙ୍କ ପକ୍ଷରୁ ବଲାଙ୍ଗୀର କିସ୍‌ କ୍ୟାମ୍ପସରେ ପ୍ରତିଷ୍ଠା କରାଯାଇଥିବା ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ମଙ୍ଗଳବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଏ ନେଇ ଜିଲାପାଳ ଅରିନ୍ଦମ ଡାକୁଆ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ଏହି ହସ୍ପିଟାଲରେ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ ଓ ୧୦ ଶଯ୍ୟା ବିଶିଷ୍ଟ ଏଚ୍‌ଡିୟୁ ସମେତ ୨ ଶହ ଶଯ୍ୟାର ବ୍ୟବସ୍ଥା ରହିଛି । ଏଥିରେ ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ୍‌ ନିଯୁକ୍ତ ଅଉନ୍ତି। ଜିଲାର କୋଭିଡ ଆକ୍ରାନ୍ତ ରୋଗୀଙ୍କୁ ଏଠାରେ ଚିକିତ୍ସା କରାଯିବ
କିଛିଦିନ ପୂର୍ବରୁ କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (କିମ୍‌ସ), ଓଡ଼ିଶା ଖଣି ନିଗମ ଓ ବଲାଙ୍ଗୀର ଜିଲା ପ୍ରଶାସନ ମଧ୍ୟରେ ଏହି କୋଭିଡ ହସ୍ପିଟାଲ ପ୍ରତିଷ୍ଠା ପାଇଁ ତ୍ରିପାକ୍ଷିକ ରାଜିନାମା ସ୍ବାକ୍ଷରିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ସିଡିଏମ୍‌ଓ ଡା. ନାରାୟଣ ଥନାପତି, ଡା. ଅବିନାଶ ନାୟକ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ଦୁଇ ଆଇପିଏସ୍‌ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍‌ପି

ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍‌ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍‌ପି ସ୍ବାତି ଏସ୍‌. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି ।…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

‘ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ କାର୍ଯ୍ୟବନ୍ଦ କର’

ଭୁବନେଶ୍ୱର,୨୫।୫(ରବିନାରାୟଣ ଜେନା): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ ଆଶଙ୍କା

ମୁମ୍ବାଇ,୨୫।୫: ବିଳମ୍ବିତ ରାତିରେ, ମହାରାଷ୍ଟ୍ରର ଧୂଲେ ତାଲୁକାର ଲାଲିଙ୍ଗ ଘାଟରେ ମୁମ୍ବାଇ-ଆଗ୍ରା ରାଜପଥରେ ତିନୋଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ, ଏକ ଡମ୍ପର ଏକ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri