ବଲାଙ୍ଗୀର କୋଭିଡ ହସ୍ପିଟାଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ

ବଲାଙ୍ଗୀର ଅଫିସ, ୧୮।୪: ବଲାଙ୍ଗୀର କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସ (କିସ) ପରିସରରେ କାର୍ଯ୍ୟକ୍ଷମ କୋଭିଡ ହସ୍ପିଟାଲକୁ ଶନିବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଓ ୫-ଟି ସଚିବ ଭି. କେ. ପାଣ୍ଡିଆନ ପରିଦର୍ଶନ କରିଛନ୍ତି। ଗତ ୧୪ ତାରିଖରୁ ୨ ଶହ ଶଯ୍ୟା ବିଶିଷ୍ଟ ଏହି କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ସେମାନେ ଏହି ହସ୍ପିଟାଲର ଆଇସିୟୁ, ଏଚ୍‌ଡିୟୁ ସମେତ ସାଧାରଣ ଓ୍ବାର୍ଡ ପରିଦର୍ଶନ କରିବା ସହ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ତଦାରଖ କରିଥିଲେ। ପରିଦର୍ଶନ ସମୟରେ ଜିଲାପାଳ ଅରିନ୍ଦମ ଡାକୁଆ, ଏସ୍‌ପି ସନ୍ଦୀପ ମାଡ଼କର, ସିଡିଏମ୍‌ଓ ଡା ନାରାୟଣ ଥନାପତି, କୋଭିଡ ହସ୍ପିଟାଲ ଇନ୍‌ଚାର୍ଜ ଡା. ଅବିନାଶ ନାୟକ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri