ବଲାଙ୍ଗୀର ବହିହାଟ: ବହୁଭାଷୀ କବିତା ଆସର

ବଲାଙ୍ଗୀର ଅଫିସ, ୧୩।୧:
ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ବଲାଙ୍ଗୀର ବହିହାଟ ଚତୁର୍ଥ ଦିନ ଅପରାହ୍ନରୁ ବହୁଭାଷୀ କବିତା ଆସର ଅନୁଷ୍ଠିତ ହୋଇଥିଲା। ପରିଷଦ ସଭାପତି ମଳୟ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କବିତା ଆସରରେ ମୁଖ୍ୟଅତିଥି ଭାବେ କବି ଭାଗୀରଥି ମିଶ୍ର ଯୋଗ ଦେଇଥିଲେ ା କବିତାର ସ୍ବର ଓ ସମ୍ଭାବନାକୁ ନେଇ ସେ ମତବ୍ୟକ୍ତ କରିଥିଲେ। ପରିଷଦ ଯୁଗ୍ମ ସମ୍ପାଦକ ଅରବିନ୍ଦ ବାଗ ସ୍ବାଗତ ଭାଷଣ ଦେଇଥିଲେ। ପରେ ବହୁଭାଷୀ କବିତା ଆସର ଆରମ୍ଭ ହୋଇଥିଲା ା ଦିଲୀପ ମିଶ୍ର, ରାଜମାଣି ସାହୁ, ଚନ୍ଦ୍ରବତୀ ପାଣ୍ଡେ, କସ୍ତୁରୀ ରଥ, ସଞ୍ଜୁକ୍ତା ପରିଚ୍ଛା, ଅନୁପ୍ରିୟା ମିଶ୍ର, ସବିତା ମାହାର, ଲିଲି ପଟେଲଙ୍କ ସଂଯୋଜନାରେ ଶତାଧିକ କବିୟତ୍ରୀ, କବି କବିତା ପାଠ କରିଥିଲେ। କବିମାନେ କବିତାର ଭାଷା ଓ ଭାବ ଭିତରେ ଦୀର୍ଘ ସମୟ ଧରି ମଜ୍ଜି ଯାଇଥିଲେ। ବହୁ ଦୂରଦୂରାନ୍ତରରୁ ଆସିଥିବା କବୟିତ୍ରୀ, କବିମାନେ ନିଜସ୍ବ କବିତା ମାଧ୍ୟମରେ ଭାବବ୍ୟକ୍ତ କରିଥିଲେ। ସଭାପତିୟ ଭାଷଣରେ ମିଶ୍ର କବିତା ଏକ ଆନ୍ଦୋଳନ ବୋଲି କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri