ବଲିଉଡ୍‌ରେ କ୍ୟାରିୟର କରି ନ ପାରି ଆତ୍ମହତ୍ୟା କଲେ ମଡେଲ ପର୍ଲ

ମଡେଲ ପର୍ଲ ପଞ୍ଜାବୀ ମୁମ୍ବାଇସ୍ଥିତ ନିଜ ଆପାର୍ଟମେଣ୍ଟ ଛାତରୁ ଡେଇଁ ଗୁରୁବାର ରାତିରେ ଆତ୍ମହତ୍ୟା କରିଛନ୍ତି। ୨୦ ବର୍ଷୀୟା ପର୍ଲ ବଲିଉଡ୍‌ରେ କ୍ୟାରିୟର କରିବାକୁ ଚାହୁଁଥିଲେ। ଏଥିପାଇଁ ସେ ବହୁ ଦିନ ହେବ ଫିଲ୍ମ ଜଗତରେ ସଂଘର୍ଷ କରିଆସୁଥିଲେ। ମାତ୍ର ସଫଳତା ନ ମିଳିବାରୁ ନିରାଶ ହୋଇ ଗୁରୁବାର ନିଜ ଘର ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ରାତି ପ୍ରାୟ ୧୨ଟା ୧୫ରୁ ସାଢ଼େ ୧୨ଟା ମଧ୍ୟରେ ଏହି ଅଘଟଣ ଘଟିଥିବା ଆପାର୍ଟମେଣ୍ଟର ସିକ୍ୟୁରିଟି ଗାର୍ଡ ବିପିନ କୁମାର ଠାକୁର କହିଛନ୍ତି। ତାଙ୍କ କହିବା ଅନୁଯାୟୀ, ପର୍ଲଙ୍କର ତାଙ୍କ ମା’ଙ୍କ ସହ ସୁବବେଳେ ଫୋନ୍‌ରେ ପାଟିତୁଣ୍ଡ ହେଉଥିଲା। ଏକ ରିପୋର୍ଟ ଅନୁସାରେ, ପୂର୍ବରୁ ପର୍ଲ ୨ ଥର ଆତ୍ମହତ୍ୟା ପାଇଁ ଉଦ୍ୟମ କରିସାରିଥିଲେ। ତେବେ ମାନସିକସ୍ତରରେ ସେ ଭାଙ୍ଗିପଡ଼ିଥିଲେ ବୋଲି ପୋଲିସ କହିଛି। ପର୍ଲ ହେଉଛନ୍ତି ଲୋକପ୍ରିୟ ତଥା ସଫଳ ଗାୟକ ଉଦିତ୍‌ ନାରାୟଣଙ୍କ ପୁଅ ଆଦିତ୍ୟଙ୍କ ଭଲ ବନ୍ଧୁ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri