ବଲିଉଡ୍‌ରେ ସଫଳତାର ସହ ୩୦ ବର୍ଷ ପୂରଣ କଲେ ଅଜୟ: ପ୍ରଥମ ସିନେମାରେ ଅକ୍ଷୟଙ୍କୁ କରିଥିଲେ ରିପ୍ଲେସ୍‌

ସିଂଘମ୍‌ ଷ୍ଟାର ଅଜୟ ଦେବ୍‌ଗନ୍‌ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ସଫଳତାର ସହ ୩୦ ବର୍ଷ ପୂରଣ କରିଛନ୍ତି। ‘ତାନାଜୀ: ଦି ଅନସଙ୍ଗ ଓ୍ବାରିୟର’ ଅଜୟଙ୍କ କ୍ୟାରିୟରର ୧୦୦ତମ ଫିଲ୍ମ। ଫିଲ୍ମ ‘ଫୁଲ୍‌ ଔର କାଣ୍ଟେ’ରୁ ଅଜୟ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ। ଏହି ଫିଲ୍ମ ପାଇଁ ପ୍ରଯୋଜକଙ୍କ ପ୍ରଥମ ପସନ୍ଦ ଥିଲେ ଖିଲାଡି ହିରୋ ଅକ୍ଷୟ କୁମାର। ହେଲେ କୌଣସି କାରଣରୁ ଅକ୍ଷୟ ଫିଲ୍ମ କରିବାକୁ ମନା କରିବାରୁ ଅଜୟଙ୍କୁ ଏଥିରେ ନିଆଗଲା। ଫିଲ୍ମରେ ଅଜୟ ୨ଟି ମୋଟରସାଇକେଲରେ ଗୋଡ଼ ରଖି ଏଣ୍ଟ୍ରି କରିଥିଲେ। ଏହି ଦୃଶ୍ୟକୁ ନେଇ ସେହି ସମୟରେ ଖୁବ୍‌ ଚର୍ଚ୍ଚା ହୋଇଥିଲା। ଫିଲ୍ମର ଆକ୍ସନ୍‌ ନିର୍ଦ୍ଦେଶକ ଥିଲେ ଅଜୟଙ୍କ ବାପା ଭୂରୁ ଦେବଗନ୍‌। ମାତ୍ର ଅଜୟ ଅଭିନେତା ବଦଳରେ ନିର୍ଦ୍ଦେଶକ ହେବାର ସ୍ବପ୍ନ ଦେଖୁଥିଲେ। ତେଣୁ ପାଠପଢ଼ା ଶେଷ ହେବା ପରେ ସେ ନିର୍ଦ୍ଦେଶକ ଶେଖର କପୁରଙ୍କ ସହ ସହାୟକ ନିର୍ଦ୍ଦେଶକ ରୂପେ କାମ ଆରମ୍ଭ କଲେ। ଏହି ସମୟରେ ତାଙ୍କର ସାକ୍ଷାତ ହେଲା କୁକ୍କୁ କୋହଲିଙ୍କ ସହ। ଏବଂ ସେ ଅଜୟଙ୍କୁ ଫିଲ୍ମ ‘ଫୁଲ୍‌ ଔର କାଣ୍ଟେ’ରେ ଅଫର ଦେଲେ। ଏହା ପରେ ଅଜୟ ଆଉ ପଛକୁ ଫେରି ଚାହିଁ ନାହାନ୍ତି। ଗୋଟିଏ ପରେ ଗୋଟିଏ ସଫଳତାର ଶିଡ଼ି ଚଢ଼ି ଚାଲିଲେ। ଫିଲ୍ମ ଇଣ୍ଡଷ୍ଟ୍ରିରେ ଆକ୍ସନ ହିରୋ ରୂପେ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କଲେ। ପରେ ଅଜୟ କମେଡି ସିନେମାରେ ଅଭିନୟ କଲେ। ଅଜୟ ଏବଂ କାଜଲଙ୍କୁ ବଲିଉଡ୍‌ର ସଫଳ ସ୍ତ୍ରୀ-ସ୍ବାମୀ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri