ବଳକା ତେଲର ବ୍ୟବହାର କରୁଛନ୍ତି କି? ହୋଇପାରେ ଏହିସବୁ ରୋଗ

ଭାରତୀୟ ଖାଦ୍ୟରେ ତେଲର ଭୂମିକା ଯଥେଷ୍ଟ ଅଧିକ। ପକୁଡ଼ି ତିଆରିଠୁ ନେଇ ଛୁଙ୍କ ଲଗାଇବା ପର୍ଯ୍ୟନ୍ତ ସବୁଥିରେ ତେଲର ବ୍ୟବହାର ହୁଏ। ଏହା ଖାଦ୍ୟର ସ୍ବାଦ ଏବଂ ବାସ୍ନା ବଢ଼ାଇଥାଏ। ଅନେକଙ୍କ ଘରେ ଥରେ ବ୍ୟବହୃତ ତେଲ ବଳିଗଲେ ତାକୁ ବାରମ୍ବାର ବିଭିନ୍ନ ବ୍ୟଞ୍ଜନରେ ବ୍ୟବହାର କରିଥାନ୍ତି। କିନ୍ତୁ ଜାଣନ୍ତି, ବଳକା ତେଲର ପୁନଃଉପଯୋଗ ସ୍ବାସ୍ଥ୍ୟ ପାଇଁ କେତେ ବିପଜ୍ଜନକ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁସାରେ, ଯଦି ତେଲରେ ଥରେ କୌଣସି ଜିନିଷ ଫ୍ରାଏ କରିଦିଆଯାଏ, ତେବେ ତାକୁ ଅନ୍ୟ ବ୍ୟଞ୍ଜନରେ ବ୍ୟବହାର ଦ୍ୱାରା ପ୍ରି ରାଡିକାଲ୍ସ ଜନ୍ମ ନେଇଥାଏ। ଏହାଦ୍ୱାରା ଶରୀରରେ ଜ୍ୱଳନ, ଗ୍ୟାଷ୍ଟ୍ରିକ୍‌ ସାଙ୍ଗକୁ ଆହୁରି ଅନେକ ରୋଗ ଉପତ୍ନ୍ନ ହୁଏ। ଏହି ପ୍ରି ରାଡିକାଲ୍ସ ଶରୀରର ସୁସ୍ଥ କୋଷିକା ସହ ନିଜକୁ ଯୋଡ଼ିଦିଏ। ଏଥିରୁ ଅନେକ ସମୟରେ କ୍ୟାନସର୍‌ ଉପତ୍ନ୍ନ ହୋଇଥାଏ। ଏହାଛଡ଼ା ଶରୀରରେ ଖରାପ କୋଲେଷ୍ଟୋରଲ୍‌ ଜନ୍ମ ନେଇଥାଏ, ଯାହାଦ୍ୱାରା ଧମନୀରେ ରକ୍ତ ଜମାଟ ବାନ୍ଧିଯାଏ। ଯଦି ବଳକା ତେଲର ଉପଯୋଗ କରିବାକୁ ଚାହଁୁଛନ୍ତି, ତେବେ ଏହାକୁ ଥଣ୍ଡା ହେବା ପରେ ଏୟାର୍‌ଟାଇଟ୍‌ ଡବାରେ ବନ୍ଦ କରି କିଛିସମୟ ରଖିଦିଅନ୍ତୁ। ଏହାଦ୍ୱାରା ତେଲରେ ଥିବା ଫୁଡ୍‌ ପାର୍ଟିକିଲ୍ସ ବାହାରିଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri