ବୁଗୁଡ଼ା,୧୫।୮(ଡି.ଏନ୍.ଏ.)- ବୁଗୁଡ଼ାରେ ଅବସ୍ଥିତ ବଳଦେବ ସ୍ବାମୀ ମନ୍ଦିରରେ ଗୁରୁବାର ଗୁରୁପୂର୍ଣ୍ଣିମା ଅବସରରେ ବଳଦେବ ଠାକୁରଙ୍କ ଜନ୍ମଉତ୍ସବ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ହୋମ, ଯଜ୍ଞ ସହ ଠାକୁରଙ୍କ ପୂଜା କରାଯାଇଥିଲା। ଏଥିରେ ଅନ୍ତର୍ଯ୍ୟାମୀ ଦାସ ପୂଜା କାର୍ଯ୍ୟ କରିଥିବା ବେଳେ କର୍ତ୍ତା ଭାବେ କାହ୍ନୁ ପଣ୍ଡା ଦାୟିତ୍ୱ ତୁଲାଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
ରାଜ୍ୟରେ ଝଡ଼ବର୍ଷା ଆଲର୍ଟ
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…
‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’
ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…
ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ
କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…
Archives

