ବଳଦେବ ଠାକୁରଙ୍କ ଜନ୍ମଉତ୍ସବ

ବୁଗୁଡ଼ା,୧୫।୮(ଡି.ଏନ୍‌.ଏ.)- ବୁଗୁଡ଼ାରେ ଅବସ୍ଥିତ ବଳଦେବ ସ୍ବାମୀ ମନ୍ଦିରରେ ଗୁରୁବାର ଗୁରୁପୂର୍ଣ୍ଣିମା ଅବସରରେ ବଳଦେବ ଠାକୁରଙ୍କ ଜନ୍ମଉତ୍ସବ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ହୋମ, ଯଜ୍ଞ ସହ ଠାକୁରଙ୍କ ପୂଜା କରାଯାଇଥିଲା। ଏଥିରେ ଅନ୍ତର୍ଯ୍ୟାମୀ ଦାସ ପୂଜା କାର୍ଯ୍ୟ କରିଥିବା ବେଳେ କର୍ତ୍ତା ଭାବେ କାହ୍ନୁ ପଣ୍ଡା ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ…

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri