ବୁଗୁଡ଼ା,୨୮।୭(ଡି.ଏନ.ଏ.)-ଜନୈକା ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରିରୀକ ସମ୍ପର୍କ ରଖିବା ଏବଂ ତାଙ୍କର ଅଶ୍ଳୀଳ ଭିଡିଓକୁ ଭାଇରାଲ କରିବା ଅଭିଯୋଗରେ ବୁଗୁଡ଼ା ପୋଲିସ ରବିବାର ଜଣେ ଯୁବକଙ୍କୁ କୋର୍ଟଚାଲାଣ କରିିଛି। ଗିରଫ ଯୁବକ ହେଲେ ବୁଗୁଡ଼ା ଥାନା ଭୋଗଡ଼ା ଗ୍ରାମର ସଞ୍ଜୟ ମିଶ୍ର। ଯୁବତୀଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ.୧୪୭/୧୯ରେ ମାମଲା ରୁଜୁ କରିଥିଲା। ୪ ବର୍ଷ ତଳେ ଯୁବକ ଜଣକ ଏକ ବିବାହ ଉତ୍ସବରେ ଯୁବତୀଙ୍କୁ ଭେଟିଥିଲେ। ପରେ ତାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ମଧ୍ୟ ରଖି ଆସୁଥିଲେ। ଗତ ଦୁଇ ସପ୍ତାହ ତଳେ ଯୁବତୀଙ୍କ ଏକ ଅଶ୍ଳୀଳ ଭିଡିଓକୁ ଭାଇରାଲ କରାଇବା ଫଳରେ ଯୁବତୀ ଜଣକ ଗତ ଗୁରୁବାର ସନ୍ଧ୍ୟାରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରିବା ସହ ଉଭୟଙ୍କର ବୁଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଡାକ୍ତରୀ ମାଇନା କରାଇଥିଲା।
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…
ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…
ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…
Archives

