ବଳାତ୍କାର ଅଭିଯୋଗରେ ଯୁବକ ଗିରଫ

ଭଟ୍‌ଲି: ୨୪।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ରବିବାର ରାତିରେ ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଉକ୍ତ ଥାନା ଅଞ୍ଚଳର ମନୋଜ ସାହୁ।
ପ୍ରକାଶ ଯେ, ମନୋଜ ବିଭିନ୍ନ ପ୍ରକାର କଥାକହି ଯୁବତୀଙ୍କୁ ଭିନ୍ନ ଭିନ୍ନ ସମୟରେ ବଲାଙ୍ଗୀର, ଅତାବିରା ସମେତ ବିଭିନ୍ନ ସ୍ଥାନରେ ରଖି ବଳାତ୍କାର କରୁଥିଲେ। ତେବେ କିଛିଦିନ ଏପରି ରଖିବା ପରେ ମନୋଜ ରବିବାର ରାତିରେ ଯୁବତୀଙ୍କୁ ବରଗଡ଼ସ୍ଥିତ ଭଟଲି ଛକରେ ଛାଡ଼ି ପଳାଇଥିଲେ। ଯୁବତୀ ଭଟ୍‌ଲି ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇବା ସହିତ ଏତଲା ଦେଇଥିଲେ। ଏ ନେଇ ପୋଲିସ ଥାନାରେ ଏକ ମାମଲା ରୁଜୁ କରିବା ସହ ଉଭୟଙ୍କ ଡାକ୍ତରୀମାଇନା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଜାମୁମାଳ ଅଞ୍ଚଳରେ ରାସ୍ତା ବିପର୍ଯ୍ୟସ୍ତ: ଶିକ୍ଷା ଓ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ଛାତ୍ରୀଛାତ୍ରଙ୍କ ସହ ଗ୍ରାମବାସୀ

ଜମନକିରା,୧୩।୮(ରବୀନ୍ଦ୍ର ପ୍ରସାଦ ଦାନୀ): ଆଧୁନିକ ସମାଜରେ ଉତ୍ତମ ସଡ଼କ ଯୋଗାଯୋଗ ବିକାଶର ଏକ ପ୍ରମୁଖ ମାପକାଠି । କିନ୍ତୁ ଆଜି ବି ଅନେକ ଗ୍ରାମାଞ୍ଚଳ ଏହି ମୌଳିକ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri