ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ପାଲଲହଡ଼ା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବରାହକୁଦର ଗ୍ରାମର ଚିତ୍ତରଞ୍ଜନ ମହନ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ପୋଲିସ ସୂଚନା ମୁତାବକ, ଚିତ୍ତରଞ୍ଜନ ୩ ମାସ ହେଲା ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରଖିବା ସହ ବିବାହ କରିବାକୁ ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ ଯୁବତୀ ଜଣକ ବିବାହ ପାଇଁ କହିବାରୁ ଚିତ୍ତରଞ୍ଜନ ଆଉ ଧରାଛୁଆଁ ଦେଇ ନ ଥିଲେ। ଏ ନେଇ ଯୁବତୀ ଜଣକ ପାଲଲହଡ଼ା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୨୯/୨୦ରେ ମାମଲା ରୁଜୁ କରି ଚିତ୍ତରଞ୍ଜନଙ୍କୁ ଗିରଫ କରିଥିଲା। ଉଭୟଙ୍କ ଡାକ୍ତରୀମାଇନା ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଉପଖଣ୍ଡ ପୋଲିସ ଅଧିକାରୀ ଯଶୋବନ୍ତ ସାମଲ ସୂଚନା ଦେଇଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri