ବଳାତ୍କାର ପରେ ହତ୍ୟା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଧାରଣା

ଜୟପୁର,୨୪।୧୨(ଡି.ଏନ.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡା ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଧରିବାରେ ବିଫଳ ହୋଇଛି। ଏହାକୁ ବିରୋଧ କରି ଜୟପୁରଠାରେ ସିପିଆଇ ଜିଲା ଶାଖା ପକ୍ଷରୁ ଶହୀଦ ଲକ୍ଷ୍ମଣ ନାୟକ ପ୍ରତିମୂର୍ତ୍ତି ସମ୍ମୁଖରେ କାର୍ଯ୍ୟାନୁଷ୍ଠାନ ଦାବିରେ ଧାରଣା ଦେଇଛନ୍ତି।

Share
Tags: Nabarangpur