ବଳାତ୍କାର ମାମଲା: ଅଭିଯୁକ୍ତ ବଳଙ୍ଗା ଥାନା ଏଏସ୍‌ଆଇ ଗିରଫ

ପୁରୀ ଅଫିସ, ୩ା୧: ପୁରୀ ଜିଲା ବଳଙ୍ଗା ଥାନାର ଏଏସ୍‌ଆଇ ଚିତ୍ତରଞ୍ଜନ ଦାଶଙ୍କ ନାମରେ ଜଣେ ବିବାହିତା ମହିଳା ଗୁରୁବାର ବଳାତ୍କାର ଅଭିଯୋଗ ଆଣିଥିଲେ। ଏ ନେଇ ସେ ପିପିଲି ଏସ୍‌ଡିପିଓ ଦେବଦତ୍ତ ବରାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏ ସଂକ୍ରାନ୍ତରେ ବଳଙ୍ଗା ଥାନାରେ ଆଇପିସି ଦଫା ୩୭୬, ୩୪୨, ୫୦୬ରେ କେସ୍‌ ନମ୍ବର ୦୨/୨୦୨୦ରେ ଏକ ମାମଲା ରୁଜୁ କରିଥିଲା। ଶୁକ୍ରବାର ଅଭିଯୁକ୍ତ ଏଏସ୍‌ଆଇ ଚିତ୍ତରଞ୍ଜନଙ୍କୁ ଗିରଫ କରାଯାଇଛି। ଏସ୍‌ପି ଉମାଶଙ୍କର ଦାଶଙ୍କ ନିର୍ଦ୍ଦେଶ କ୍ରମେ ମାମଲାର ତଦନ୍ତ ଜାରି ରହିଥିବାବେଳେ ଗୁରୁବାର ପୀଡ଼ିତାଙ୍କ ବୟାନ ରେକର୍ଡ କରାଯିବା ସହ ଅଭିଯୁକ୍ତ ଏଏସ୍‌ଆଇ ଦାସଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଥିଲା ବୋଲି ଅତିରିକ୍ତ ଏସ୍‌ପି ଅରୁଣ କୁମାର ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri