ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ପାଟପୁର,୪ା୫- ପାଟପୁର ଥାନା ଅଧିନ ଏକ ଗଁାରେ ଜଣେ ଯୁବତୀଙ୍କୁ ବଳାତ୍କାର ନେଇ ରବିବାର ମାମଲା ରୁଜୁ ହୋଇଥିଲା। ସମ୍ପୃକ୍ତ ଅଭିଯୁକ୍ତ ମନୋଜ କୁମାର ଗୌଡ଼ଙ୍କୁ ସୋମବାର ପୋଲିସ ବ୍ରହ୍ମପୁର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇଦିଆଯାଇଛି। ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ସମ୍ପୃକ୍ତ ଯୁବକ ଶାରୀରିକ ସମ୍ପର୍କ ରଖିବା ପରେ ମନା କରିଦେଇଥିଲେ। ରବିବାର ଏନେଇ ଯୁବତୀ ଜଣକ ପାଟପୁର ଥାନାରେ ଏତଲା ଦେଇଥିଲେ। ରବିବାର ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଅଭିଯୁକ୍ତ ଓ ପୀଡିତାଙ୍କ ଡାକ୍ତରୀ ମାଇନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର

ନୂଆପଡ଼ା,୨୧ା୮(ମକାରୁ ବେମାଲ): ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri