Posted inଜାତୀୟ

ବଳାତ୍କାର, ହତ୍ୟା ମାମଲା: ଦୋଷୀଙ୍କୁ ୩ ଥର ଆଜୀବନ, ୨୬ ବର୍ଷ ଜେଲ୍‌

ଥିରୁଭାନନ୍ତପୁରମ୍‌,୧୮ା୭: ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କୋଲାମ୍‌ସ୍ଥିତ ଅତିରିକ୍ତ ସେସନ୍ସ (ପୋକ୍ସୋ) ଅଦାଲତ ବୁଧବାର ଅପରାଧୀଙ୍କୁ ତିନି ଥର ଆଜୀବନ ଜେଲ୍‌ଦଣ୍ଡାଦେଶ ସହିତ ୨୬ ବର୍ଷ ଜେଲ୍‌ ଏବଂ ୩.୨ ଲକ୍ଷ ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି। ଅପରାଧୀ ୨୫ ବର୍ଷୀୟ ଯୁବକ ଜଣଙ୍କୁ ଅଲଗା ଭାବେ ସମସ୍ତ ଜେଲ୍‌ଦଣ୍ଡ ଭୋଗିବାକୁ ହେବ। ୭ ବର୍ଷର ନାବାଳିକା ବଳାତ୍କାର ମାମଲାରେ ଯୁବକ ଜଣକ ହତ୍ୟା, ବଳାତ୍କାର, ଅପ୍ରାକୃତ ଯୌନକ୍ରିୟା, ଅପହରଣ, ମୃତଦେହ ପ୍ରତି ଅସମ୍ମାନ କରିବା ଏବଂ ପୋକ୍ସୋର ବିଭିନ୍ନ ଧାରାରେ ଦୋଷୀସାବ୍ୟସ୍ତ ହୋଇଥିଲେ। ୨୦୧୭ ସେପ୍ଟେମ୍ବର ୨୭ରେ ଏହି ଘଟଣା ଘଟିଥିଲା। ଯୁବକ ଜଣକ ନାବାଳିକଙ୍କ ସମ୍ପର୍କୀୟ। ସେ ପିଲାଟିକୁ ଟ୍ୟୁଶନ୍‌ରେ ଛାଡ଼ିଦେବାକୁ କହି ଜଙ୍ଗଲକୁ ନେଇଯାଇ ପାଶବିକ ଅତ୍ୟାଚାର କରିବା ସହ ଗଳାଚିପି ହତ୍ୟା କରିଥିଲେ। ଏପରିକି ଝିଅଟି ମରିଯିବା ପରେ ମଧ୍ୟ ଶବ ସହ ଯୁବକ ଜଣକ ଯୌନକ୍ରିୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri