ବସକୁ ଧକ୍କା ଦେଲା ଟ୍ରକ : ଜଣେ ଶିଶୁଙ୍କ ଜୀବନଗଲା

କେନ୍ଦୁଝର,୨୫ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ବୁଧବାର ରାତିରେ ଏକ ଘରୋଇ ବସ ପଛରେ ଟ୍ରକ ଧକ୍କା ଦେବାରୁ ଜଣେ ୬ ବର୍ଷର ଶିଶୁଙ୍କ ଜୀବନ ଯାଇଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିିତ୍ସିତ ହେଉଛନ୍ତି। ମୃତ ଶିଶୁଙ୍କ ଘର କେନ୍ଦୁଝର ଜିଲା ପିପିଳିଆରେ ବୋଲି ଜଣାପଡ଼ିଛି। ଉକ୍ତ ବସଟି ରାଉରକେଲା ଅଭିମୁଖେ ଯାଉଥିବାବେଳେ ଏନଏଚ୍‌ ୪୯ରେ ଏହି ଦୁର୍ଘଟଣା ଘଟିଥିଲା। କାଞ୍ଜିପାଣି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଛି। ଆହତମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?